ରକ୍ତ ଶର୍କରା ଅଂଶ କମ୍‌ କରେ କଞ୍ଚାଲଙ୍କା

କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ ସାମିଲ କରୁଥିବା ଦେଖାଯାଏ। ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ନିକଟରେ ଏକ ଗବେଷଣାରୁ ଜଣାପଡିଛି କି କଞ୍ଚାଲଙ୍କାରେ ଥିବା ଭିଟାମିନ୍ସ ଆମ ଶରୀରକୁ ବିଭିନ୍ନ ପ୍ରକାର ଛୋଟମୋଟ ସମସ୍ୟାରୁ ଦୂରେଇ ରଖିଥାଏ।
-ଏଥିରେ ଥିବା ଆଣ୍ଟିଅକ୍ସିଡାଣ୍ଟ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ବିଶେଷ କରି ଏହା ବୋନ୍‌ କ୍ୟାନସର ସହ ଲଢିବାର ଶକ୍ତି ରଖିଥାଏ।
-ଅତ୍ୟଧିକ ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପାଇଁ କଞ୍ଚାଲଙ୍କା ଲାଭଦାୟକ। କାରଣ ଏହା ହଜମ ଶକ୍ତି ବୃଦ୍ଧି କରିବା ସହ ପାଚନ ତନ୍ତ୍ରକୁ ଠିକ୍‌ ରଖିବାରେ ସାହାଯ୍ୟ କରିଥାଏ।
-ସବୁଠାରୁ ବଡ କଥା ହେଲା ରକ୍ତ ଶର୍କରା ଅଂଶ କମ୍‌ କରିବାକୁ କଞ୍ଚାଲଙ୍କା ବ୍ୟବହାର କରିବା ଭଲ। ରାତିରେ ୨ଟି କଞ୍ଚାଲଙ୍କା ଏକ ଗ୍ଲାସ ପାଣିରେ ଭିଜାଇ ରଖି ସକାଳୁ ସେହି ପାଣିକୁ ପିଇଲେ ରକ୍ତ ଶର୍କରା କମି ଯାଇଥାଏ। ଏହିପରି ମାସେ ପର୍ଯ୍ୟନ୍ତ କଲେ ଲାଭ ମିଳିଥାଏ।
କଞ୍ଚାଲଙ୍କା ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥିବା ବେଳେ ଲାଲ ଲଙ୍କାଠାରୁ ସବୁବେଳେ ଦୂରେଇ ରହିବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri