ରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତ

ବୋଲଗଡ଼,୩ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଜୁନିୟର ମହାବିଦ୍ୟାଳୟରେ ନାମ ଲେଖାଇଥିବା ଚଳିତବର୍ଷର ୧ମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଶୁକ୍ରବାର ଏକ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଯୁକ୍ତଦୁଇ ୨ୟ ବର୍ଷ ଛାତ୍ରୀଛାତ୍ର ତଥା ଅନୁଷ୍ଠାନ ପକ୍ଷରୁ ନବାଗତଙ୍କ ନିମନ୍ତେ କଲେଜ ପରିସରରେ ଏହି ସ୍ବାଗତ ଉତ୍ସବ ଆୟୋଜିତ ହୋଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ତପନ କୁମାର ଜେନା କାର୍ଯ୍ୟକ୍ରମରେ ପୌରୋହିତ୍ୟ କରି ଛାତ୍ରୀଛାତ୍ରଙ୍କୁ ନୈତିକ ମୂଲ୍ୟବୋଧଭିତ୍ତିକ ଉପଦେଶ ପ୍ରଦାନ କରିଥିଲେ। ଶିକ୍ଷାର୍ଥୀମାନେ ଶୃଙ୍ଖଳିତ ଓ ସମୟାନୁବର୍ତ୍ତୀ ହେବା ସହ ଶିକ୍ଷା ଗ୍ରହଣ ପାଇଁ ବ୍ରତୀ ହେବାକୁ ମଞ୍ଚାସୀନ ଅତିଥିମାନେ ଦିଗ୍‌ଦର୍ଶନ ଦେଇଥିଲେ। ଏହି ଅବସରରେ ଯୁକ୍ତଦୁଇ ୧ମ ବାର୍ଷିକ କଳାରେ ଅଧ୍ୟୟନ କରୁଥିବା ୨୪୮ ଜଣ, ୧ମ ବାର୍ଷିକ ବିଜ୍ଞାନରେ ଅଧ୍ୟୟନ କରୁଥିବା ୩୨ ଜଣ ଛାତ୍ରୀଛାତ୍ରଙ୍କୁ ୨ୟ ବର୍ଷର ଛାତ୍ରୀଛାତ୍ରମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri