ରଙ୍ଗ୍‌ ଡ୍ରାଇଭିଂ କଲେ ଚକା ଲିକ !

ଭୁବନେଶ୍ୱର,୫।୧(ବ୍ୟୁରୋ): ରାସ୍ତାରେ ରଙ୍ଗ୍‌ ଡ୍ରାଇଭିଂକୁ ରୋକିବା ପାଇଁ ଲାଗିବ ସ୍ପାଇକ୍‌ ବ୍ୟାରିଅର। ଏ ନେଇ କମିଶନରେଟ ପୋଲିସ ନିଷ୍ପତ୍ତି ନେଇଛି। କଟକ ଓ ଭୁବନେଶ୍ୱରର ୨୪୨ଟି ସ୍ଥାନରେ ରଙ୍ଗ୍‌ ଡ୍ରାଇଭିଂ ପଏଣ୍ଟ ରହିଛି। ସେଥିମଧ୍ୟରୁ ଦ୍ୱେତନଗରୀର ୩୨ଟି ସ୍ପର୍ଶକାତର ସ୍ଥାନ ଚିହ୍ନଟ ହୋଇଛି। ପ୍ରଥମେ ଗୋଟିଏ ସ୍ଥାନରେ ପରୀକ୍ଷାମୂଳକ ଭାବେ ସ୍ପାଇକ୍‌ ବ୍ୟାରିଅର ଲଗାଯିବ। ପରେ ଅନ୍ୟ ସମସ୍ତ ସ୍ଥାନରେ ଏହା ଲଗାଯିବ। ପୂର୍ବରୁ ପୁଣେ, ହାଇଦ୍ରାବା ଓ ନୋଏଡ଼ାରେ ସ୍ପାଇକ୍‌ ବ୍ୟାରିଅର ଲାଗିଥିବାର ନଜିର ରହିଛି ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri