ରଙ୍ଗ ଖେଳି ବୁଗାଳି ଡ୍ୟାମରେ ଗାଧୋଉଥିବା ବେଳେ ଯୁବକ ମୃତ

ସଜନାଗଡ, ୧୦ା୩(ଡି.ଏନ.ଏ.)-ବାଲେଶ୍ବର ଜିଲା ନୀଳଗିରି ବ୍ଲକ ଅଧୀନ ଶିଆଡିମାଳ ପଞ୍ଚାୟତ ସୀତାପତିପୁର ଗ୍ରାମର ବୁଗାଳି ଡ୍ୟାମରେ ମଙ୍ଗଳବାର ମଧ୍ୟାହ୍ନରେ ନିଶିକାନ୍ତ ସାଏବାବୁ ଗାଧୋଉଥିବା ବେଳେ ନିଖୋଜ ହୋଇଯାଇଥିଲେ। ନୀଳଗିରି ଓ ବାଲେଶ୍ୱରରୁ ଅଗ୍ନିଶମ ବିଭାଗ ପହଞ୍ଚତ୍ ଖୋଜାଖୋଜି କରିଥିଲେ। ଉପଜିଲାପାଳ ହରିଶଚନ୍ଦ୍ର ଜେନା, ବିଧାୟକ ସୁକାନ୍ତ କୁମାର ନାୟକ ମଧ୍ୟ ପହଞ୍ଚିଥିଲେ। ନିଖୋଜ ହେବାର ୫ ଘଣ୍ଟା ପରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri