Posted inଜାତୀୟ

ରଜନୀକାନ୍ତଙ୍କ ଡାହାଣ ତର୍ଜନୀରେ କାଳିଚିହ୍ନ

ଚେନ୍ନାଇ,୨୦ା୪ : ଅଭିନେତାରୁ ରାଜନେତା ସାଜିଥିବା ରଜନୀକାନ୍ତ ଗୁରୁବାର ଚେନ୍ନାଇର ଷ୍ଟେଲା ମାରିସ୍‌ କଲେଜକୁ ଭୋଟ ଦେବାକୁ ଯାଇଥିଲେ। ନିୟମ ଅନୁସାରେ ଭୋଟ ଦେବା ପୂର୍ବରୁ ତାଙ୍କର ବାମହାତ ତର୍ଜନୀରେ କାଳିଚିହ୍ନ ଲଗାଇବା କଥା। କିନ୍ତୁ ସେଠାରେ ନିୟୋଜିତ ନିର୍ବାଚନ ଅଧିକାରୀ ଜଣକ ରଜନୀକାନ୍ତଙ୍କ ଡାହାଣ ହାତ ତର୍ଜନୀରେ କାଳିଚିହ୍ନ ଲଗାଇଦେଇଥିଲେ। ଏହା ଜଣାପଡ଼ିବା ପରେ ନିର୍ବାଚନ କମିଶନ ତାମିଲନାଡ଼ୁ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ସତ୍ୟବ୍ରତ ସାହୁଙ୍କୁ ରିପୋର୍ଟ ମାଗିଛନ୍ତି। ଅନ୍ୟପକ୍ଷରେ ୨୦୨୧ରେ ତାମିଲନାଡୁରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସମସ୍ତ ୨୩୪ ଆସନରେ ଲଢ଼ିବାକୁ ପ୍ରସ୍ତୁତ ଥିବା ତାମିଲ ସୁପରଷ୍ଟାର ରଜନୀକାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri