Posted inଖେଳ

ରଣଜୀ ମୁକାବିଲା: ବର୍ଷା ଧୋଇଦେଲା ପ୍ରଥମ ଦିନର ଖେଳ

କଟକ ଅଫିସ,୪ା୧- ତ୍ରିପୁରାର ଅଗରତାଲାସ୍ଥିତ ମହାରାଜା ବୀର ବିକ୍ରମ କଲେଜ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଓଡ଼ିଶା-ତ୍ରିପୁରା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ର ପ୍ରଥମ ଦିବସ ଖେଳ ବର୍ଷା ଯୋଗୁଁ ବାଧାପ୍ରାପ୍ତ ହୋଇଛି। ଦିନ ତମାମ୍‌ ବର୍ଷା ଲାଗି ରହିବା ଫଳରେ ଟସ୍‌ ମଧ୍ୟ ପଡ଼ି ପାରି ନଥିଲା। ଶନିବାର ମ୍ୟାଚ୍‌ର ଦ୍ୱିତୀୟ ଦିବସ। ବର୍ଷା ବନ୍ଦ ହେଲେ ମ୍ୟାଚ୍‌ ଆରମ୍ଭ ହେବା ଆଶା କରାଯାଉଛି। ସୂଚନା ଥାଉକି, ଘରୋଇ ତ୍ରିପୁରା ବିପକ୍ଷରେ ହେବାକୁ ଥିବା ଏହି ମ୍ୟାଚ୍‌କୁ ଜିତି ଓଡ଼ିଶା ଦଳ ଏହି ସିଜନରେ ବିଜୟ ଅଭିଯାନ ଅବ୍ୟାହତ ରଖିବା ଲକ୍ଷ୍ୟରେ ରହିଛି। ଏବେ ସୁଦ୍ଧା ୩ଟି ଯାକ ମ୍ୟାଚ ବିଜୟୀ ହୋଇ ଓଡ଼ିଶା ଏଲିଟ ଗ୍ରୁପ-ସି ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନରେ ରହିଛି। ବିପକ୍ଷ ତ୍ରିପୁରା ଚଳିତ ସିଜନରେ ଏବେ ସୁଦ୍ଧା ଗୋଟିଏ ବି ମ୍ୟାଚ୍‌ ଜିତି ନପାରି ପଏଣ୍ଟ ଟେବୁଲର ୯ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

କେତନଙ୍କୁ ମିଳିଲା ଗୁରୁଦାୟୀତ୍ୱ, ଜାଣନ୍ତୁ କେତନ କିଏ…

ଭୋପାଳ,୨୨ା୫: ଆସନ୍ତା ମେ ୨୯ରୁ ଜୁନ୍‌ ୬ ପର୍ଯ୍ୟନ୍ତ ଜାପାନର କାକାମିଗାହାରାଠାରେ ହେବାକୁଥିବା ୧୮ ବର୍ଷରୁ କମ୍‌ ଏସିଆ କପ୍‌ ହକି ପ୍ରତିଯୋଗିତା ପାଇଁ ଫରଓ୍ବାର୍ଡ କେତନ…

ପଛରେ ପଡିଗଲେ କୋହଲି: ଜାଣନ୍ତୁ କାହା ପାଖରେ ଅଛି ଅରେଞ୍ଜ-ପର୍ପଲ କ୍ୟାପ୍‌

ନୂଆଦିଲ୍ଲୀ,୨୨।୫: ଇଣ୍ଡିଆନ ପ୍ରିମିୟର ଲିଗ (IPL 2026) ର ୧୯ତମ ସଂସ୍କରଣରେ ୬୬ଟି ମ୍ୟାଚ ଖେଳାଯାଇଛି। ଲିଗ ପର୍ଯ୍ୟାୟରେ ଆଉ ୪ଟି ମ୍ୟାଚ ବାକି ଅଛି। ତିନୋଟି…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri