ରଣବୀରଙ୍କ ସହ କାମ କରିବାକୁ ଅପେକ୍ଷା ରଖିଛନ୍ତି ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ବିୟୁଟି ଶ୍ରଦ୍ଧା କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ର ପ୍ରମୋଶନ ପାଇଁ ବ୍ୟସ୍ତ ଅଛନ୍ତି। ଏବେ କିନ୍ତୁ ସେ ରଣବୀର କପୁରଙ୍କ ସହ ଅଭିନୟ କରିବାକୁ ନେଇ ବେଶ୍‌ ଉତ୍ସାହିତ ଥିବା ଜଣାପଡିଛି। ‘ପ୍ୟାର କା ପଞ୍ଚନାମା’ ଭଳି ହିଟ୍‌ ଫିଲ୍ମ ଭେଟି ଦେଇଥିବା ଲଭ୍‌ ରଞ୍ଜନଙ୍କ ଦ୍ୱାରା ନିର୍ମାଣ ହେବାକୁ ଥିବା ଆଗାମୀ ଫିଲ୍ମରେ ରଣବୀରଙ୍କ ସହ ଶ୍ରଦ୍ଧା ଅଭିନୟ କରିବେ ବୋଲି ଜଣାପଡିଛି। ପ୍ରଥମଥର ଲାଗି ରଣବୀରଙ୍କ ସହ ଅଭିନୟ କରିବାକୁ ଯାଉଥିବା ଶ୍ରଦ୍ଧା ବେଶ୍‌ ଏକ୍ସସାଇଟେଡ୍‌ ଥିବା କହିଛନ୍ତି। ଏହାସହ ରଣବୀର ବର୍ତ୍ତମାନ ଜେନେରେଶନର ଭଲ ଅଭିନେତାଙ୍କ ମଧ୍ୟରେ ଜଣେ ବୋଲି ସେ କହିଛନ୍ତି। ଏହା ରଣବୀରଙ୍କ ସହ ତାଙ୍କର ପ୍ରଥମ ଫିଲ୍ମ ହୋଇଥିବାରୁ ନିଶ୍ଚୟ ଦର୍ଶକଙ୍କୁ ପସନ୍ଦ ଆସିବ ବୋଲି ସେ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri