ରଣବୀର କିଣିଲେ ନୂଆ ଗାଡ଼ି, ମୂଲ୍ୟ ୩ କୋଟି

ମୁମ୍ବାଇ: ନୂଆ ଗାଡ଼ି କିଣିଛନ୍ତି ରଣବୀର ସିଂହ। ଯାହାକୁ ନେଇ ଏବେ ଚର୍ଚ୍ଚା। ଲାଲ ରଙ୍ଗର ଲମ୍ବୋରଗିନି ୟୁଆର୍‌ୟୁଏସ୍‌କୁ ଚଳାଉଥିବାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ରଣବୀର କିଣିଥିବା ଗାଡ଼ିର ଦାମ ୩ କୋଟିି। ଫଟୋରେ ରଣବୀର ଚାଳକ ସିଟ୍‌ରେ ବସି ମଜା ଉଠାଉଥିବା ଥିବା ଦେଖାଯାଉଛି।

ରଣବୀରଙ୍କ କାମକୁ ଯଦି ଦେଖାଯାଏ ତେବେ ସେ ଏବେ କପିଲ ଦେବଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ୮୩ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏଥିରେ ତାଙ୍କ ସହ ସ୍ତ୍ରୀ ଦୀପିକା ମଧ୍ୟ କାମ କରୁଛନ୍ତି। ବିବାହ ପରେ ଏହା ଉଭୟଙ୍କ ପ୍ରଥମ ଫିଲ୍ମ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri