ରଣବୀର ସିଂଙ୍କୁ ଭୁଲିଗଲେ ଦୀପିକା

ବଲିଉଡ୍‌ର ମୋଷ୍ଟ ପପୁଲାର କପଲ୍‌ ହେଉଛନ୍ତି ଦୀପିକା ପାଦ୍ୟୁକୋନ୍‌ ଓ ରଣବୀର ସିଂ। ଦୁହେଁ ସୋସିଆଲ୍‌ ମିଡିଆରେ ବେଶ୍‌ ଆକ୍ଟିଭ୍‌ ମଧ୍ୟ। ନିକଟରେ ଏକ ଇଭେଣ୍ଟ୍‌ରେ ଯୋଗ ଦେବା ଅବସରରେ ଦୀପିକା ବିବାହିତ ବୋଲି କହିବାକୁ ଭୁଲି ଯାଇଥିଲେ। ମୁଁ ଜଣେ ଅଭିନେତ୍ରୀ, ଭଲ ଭଉଣୀ ଏବଂ ଭଲ ଝିଅ ବୋଲି ଦୀପିକା କହିଥିଲେ। ଇଭେଣ୍ଟର ହୋଷ୍ଟ୍‌ ଦୀପିକାଙ୍କୁ ଆପଣ ଜଣେ ସ୍ତ୍ରୀ ନୁହେଁ କି ବୋଲି ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ, ଦୀପିକା ହସିକି କହିଥିଲେ, ଏ ବିଷୟରେ ମୁଁ ସମ୍ପୂର୍ଣ୍ଣ ଭୁଲିଯାଇଥିଲି। ତେବେ ଦୀପିକା କହିଥିବା ଏହି ଭିଡିଓଟି ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହୋଇଛି। ବିବାହ ପରେ ଦୀପିକା-ରଣବୀର ଫିଲ୍ମ ‘୮୩’ରେ ନଜର ଆସିବେ। ମହାନ କ୍ରିକେଟର କପିଳ ଦେବଙ୍କ ଜୀବନୀ ଉପରେ ଆଧାରିତ ଏହି ଫିଲ୍ମରେ ରଣବୀର କପିଣ ଦେବଙ୍କ ଭୂମିକାରେ ନଜର ଆସିବେ। ତାଙ୍କ ସ୍ତ୍ରୀଙ୍କ ଭୂମିକାରେ ଦୀପିକା ଅଭିନୟ କରୁଛନ୍ତି। ଫିଲ୍ମଟି ୨୦୨୦ରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬:  କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ…

ରଜ ଖେଳ ବିବାଦରୁ ରକ୍ତାକ୍ତ ସଂଘର୍ଷ

ରାଉରକେଲା,୧୭।୬ (ସଙ୍ଗୀତା ଜେନା): ରଜ ପର୍ବ ଆନନ୍ଦ ଉଲ୍ଲାସରେ ଚାଲିଥିବାବେଳେ ଇସ୍ପାତ ସହର ରାଉରକେଲାରେ ରକ୍ତାକ୍ତ ସଂଘର୍ଷ ହୋଇଛି। ରଜ ଖେଳ ଆୟୋଜନକୁ କେନ୍ଦ୍ର କରି ସୃଷ୍ଟି…

ଭାରତକୁ ବଡ଼ ଝଟକା ଦେଲା ଆମେରିକା: ମୋଦି-ଟ୍ରମ୍ପ ସାକ୍ଷାତ ପୂର୍ବରୁ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହେବାକୁ ଥିବା ବୈଠକ ପୂର୍ବରୁ ଆମେରିକା…

ବଦଳି ପାଇଁ ଉପବାଚସ୍ପତିଙ୍କ ନାମରେ ଜାଲ୍‌ ଦସ୍ତଖତ, ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ଭୁବନେଶ୍ୱର,୧୭।୬(ତ୍ରିନାଥ ମହାନ୍ତି): ବଦଳି ପାଇଁ ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଦସ୍ତଖତକୁ ଜାଲ୍‌ କରିବା ଏବଂ ସରକାରୀ ଡି.ଓ. ପ୍ୟାଡ୍‌ର ଦୁରୁପଯୋଗ କରିବା ନେଇ…

ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ

ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri