ରଣବୀର ସିଂ ମାନ୍ୟବରର ନୂଆ ବ୍ରାଣ୍ଡ ଆମ୍ବାସାଡର

ଭୁବନେଶ୍ୱର,୧୭-୧୦: ମାନ୍ୟବର ପକ୍ଷରୁ ବଲିଉଡ ଅଭିନେତା ରଣବୀର ସିଂଙ୍କୁ ଏହାର ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତି ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଚୁକ୍ତି ମୁତାବକ ରଣବୀର କମ୍ପାନୀର ସଦ୍ୟତମ ପାର୍ବଣ କଲେକ୍ସନଗୁଡିକ ବିଭିନ୍ନ ମାଧ୍ୟମରେ ପ୍ରଚାର କରିବେ। କମ୍ପାନୀ ପ୍ରସ୍ତୁତ କରିଥିବା ଦିଓ୍ବାଲୀ ବାଲୀ ଫିଲିଂ କମର୍ସିଆଲରେ ରଣବୀର ନଜରକୁ ଆସିବେ। ମାନ୍ୟର ସହ ଯୋଡି ହୋଇ ଅତ୍ୟନ୍ତ ଖୁସି ବୋଲି ରଣବୀର କହିଛନ୍ତି। ଭାରତୀୟ ପୋଷାକ ପରିଧାନ କରିବା ଏକ ଆନନ୍ଦର ବିଷୟ। ଜଣେ ଭାରତୀୟ ହୋଇଥିବାରୁ ଇଣ୍ଡିଆନଓ୍ବେର ପରିଧାନ ପ୍ରତି ଭଲ ପାଇବା ରହି ଆସିଛି। ଏହାକୁ ନେଇ ଗର୍ବ କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ଗ୍ରାହକଙ୍କୁ ସର୍ବୋଚ୍ଚ ଗୁଣବତ୍ତା ବିଶିଷ୍ଟ ପୋଷାକପତ୍ର ପ୍ରଦାନ ଦିଗରେ କାର୍ଯ୍ୟ କରିଥାଉ ବୋଲି ବେଦାନ୍ତ ଫ୍ୟାଶନ୍ସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ରବି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri