ରଥକାଠ ପାଇଁ ଗଛ କଟା ଅନୁକୂଳ: ଜାନୁୟାରୀ ୬ରେ ନୟାଗଡ଼ ଯିବେ ୫ ଜଣିଆ ଟିମ୍‌

ପୁରୀ ଅଫିସ, ୨୫ା୧୨:ଆସନ୍ତା ରଥଯାତ୍ରା ପାଇଁ ସଜବାଜ ହେଲାଣି ଶ୍ରୀମନ୍ଦିର। ପରମ୍ପରା ଅନୁଯାୟୀ, ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ରଥ ପାଇଁ କାଠ କାଟିବା ଅନୁକୂଳ ହୋଇଥାଏ। ଏଥିପାଇଁ ଆସନ୍ତା ଜାନୁୟାରୀ ୬ ତାରିଖରେ ଶ୍ରୀମନ୍ଦିରର ୫ ଜଣିଆ ଟିମ୍‌ ନୟାଗଡ଼ ଗସ୍ତ କରିବେ ବୋଲି ଜଣାପଡିଛିି। ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଏହି ଟିମ୍‌ରେ ବରିଷ୍ଠ ତତ୍ତ୍ବାବଧାରକ ସୁଦର୍ଶନ ମେକାପ, ଭୋଇ ସର୍ଦ୍ଦାର ରବି ଭୋଇ, ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଏବଂ ନନ୍ଦିଘୋଷ ରଥର ମୁଖ୍ୟ ମହାରଣା ବିଜୟ କୁମାର ମହାପାତ୍ର ଯିବାର କାର୍ଯ୍ୟକ୍ରମ ରହିଛିି। ଏମାନେ ସାଥିରେ ମାଳ ମାହାର୍ଦ୍ଦ, ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ, ଧୂପ, ଦୀପ, ନଡ଼ିଆ ପ୍ରଭୃତି ନେଇଯିବେ। ୭ ତାରିଖରେ ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ପରେ ରଥ ପାଇଁ କାଠ କଟା ଶୁଭାରମ୍ଭ ହେବ ବୋଲି ଜଣାପଡିଛିି। ରଥ ସଂହିତା ଅନୁଯାୟୀ ତିନିରଥ ନିର୍ମାଣ ଲାଗି ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। ଗତ ବର୍ଷ ଆସିଥିବା କାଠ ମଧ୍ୟରୁ ୧୯୩ ଖଣ୍ଡ ବଳକା ରହିଛିି। ବାକି ୬୭୨ ଖଣ୍ଡ କାଠ ଏ ବର୍ଷ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?