ରଥଖଳାରୁ…ଉଠିଲା ଦ୍ୱିତୀୟ ଭୂଇଁ

ପୁରୀ ଅଫିସ,୭।୬: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ତତ୍ତ୍ବାବଧାନରେ କାମ ଜାରି ରହିଛି। ଶନିବାର ରଥଖଳାରେ ତୃତୀୟ ଭୂଇଁ କାମ ଶେଷ ହୋଇଛି। ଏତଦ୍‌ବ୍ୟତୀତ ତିନିରଥରେ ନଡ଼ିଆ ଗର (ଖଦିଓରା) ରଥଦଣ୍ଡା ସହ ୧୪ ନାହାକା ପାଇଁ ଫିଟିଙ୍ଗ କରାଯାଇଛି। ଦ୍ୱିତୀୟ ଭୂଇଁ ରଥ ଉପରକୁ ଉଠିଛି। ରୂପକାର ସେବକମାନେ ନାଟଗୋଡ଼ରେ ରାହୁ ରୂପ ଖୋଦେଇ କରୁଛନ୍ତି। ଏଥିସହ ଚାର ପରିଛା ଦେହରେ ଡାଳିଲତା ଖୋଦେଇ ଜାରି ରଖିଛନ୍ତି। ଦୋଳବେଦି ପରିସର ଅସ୍ଥାୟୀ ଶାଳରେ ଓଝା ସେବକମାନେ ଜୋକିଆ କଣ୍ଟା ତିଆରି କରୁଛନ୍ତି। ସକାଳେ ରଥଖଳାରେ କାମ ଆରମ୍ଭ ପୂର୍ବରୁ ରଥ ନିର୍ମାଣ ସମ୍ପୃକ୍ତ ସେବକମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ସମସ୍ତ ସେବକ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

ଜିଲାପାଳଙ୍କୁ ବାସି ଜଳଖିଆ ଦେଇ ଫସିଲେ ହୋଟେଲ ମାଲିକ, ପ୍ରଶାସନର ଏକ ଟିମ ହୋଟେଲରେ ପହଞ୍ଚି…

ନବରଙ୍ଗପୁର,୨୬।୫(ସଦାଶିବ ପ୍ରହରାଜ):, ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଯୁଗ୍ମ ଜନ ଶୁଣାଣିବେଳେ ଜିଲାପାଳ ମହେଶ୍ବର ସ୍ବାଇଁଙ୍କୁ ବାସି ଏବଂ ନିମ୍ନମାନର ଜଳଖିଆ ପ୍ରଦାନ ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri