ରଥଖଳାରେ ପହଞ୍ଚିଲା ୪୦ ଫୁଟିଆ କାଠ

ପୁରୀ ଅଫିସ,୧୬ା୪: କରୋନା ପାଇଁ ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନକୁ ନେଇ ନାନା ପ୍ରକାର ଚର୍ଚ୍ଚା ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରିରହିଛି। ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ଆସନ୍ତା ୨୬ ତାରିଖ ଅକ୍ଷୟତୃତୀୟାରୁ ରଥ ନିର୍ମାଣ କାମ ଆରମ୍ଭ ହେବ। ଏଣୁ ତିନିରଥ ନିର୍ମାଣ ଲାଗି ପୁରୀରେ ପହଞ୍ଚିଛି ୭ମ ପର୍ଯ୍ୟାୟ ରଥକାଠ। ନୟାଗଡ଼ ବନଖଣ୍ଡ ତରସିଂହା ରେଞ୍ଜରୁ ଦୁଇଟି ଟ୍ରେଲର ଯୋଗେ ୪୦ ଫୁଟିଆ ଅସନ ଓ ଧଉଡ଼ା କାଠ ଆସିଛି। ଏଥିରେ ଖଣ୍ଡିଏ ଅସନ ଏବଂ ୧୯ ଖଣ୍ଡ ଧଉଡ଼ା କାଠ ଆସିଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri