ରଥଯାତ୍ରା ଆୟୋଜନ ଦାବିରେ ୬ ଘଣ୍ଟିଆ ପୁରୀ ବନ୍ଦ

ପୁରୀ ଅଫିସ, ୧୯।୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଓ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଛି। ତେବେ ଏହାର ଆଂଶିକ ପ୍ରଭାବ ପୁରୀ ସହରରେ ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ଅଳ୍ପ କିଛି ଦୋକାନ ବନ୍ଦ ରହିଥିବା ବେଳେ ଅଧିକାଂଶ ଦୋକାନ ବଜାର ଖୋଲା ରହିଛି। ଗଳିକନ୍ଦିରେ ସବୁ ଦୋକାନ ଖୋଲା ଥିବା ଦେଖିବାକୁ ମିଳୁଛି। ଚାରି ଚକିଆ ଯାନ ଏତେଟା ଚଳପ୍ରଚଳ କରୁ ନ ଥିବା ବେଳେ ଦୁଇ ଚକିଆ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ସ୍ବାଭାବିକ ରହିଛି।
କରୋନା ପାଇଁ ଏଥର ରଥଯାତ୍ରା ବନ୍ଦ କରିଛନ୍ତି ସୁପ୍ରିମକୋର୍ଟ। ସମସ୍ତ ପ୍ରକାର ପ୍ରସ୍ତୁତି ସତ୍ତ୍ୱେ କାହିଁକି ରଥଯାତ୍ରା ବନ୍ଦ କରାଗଲା ତାକୁ ନେଇ ଭକ୍ତ ଓ ସେବାୟତଙ୍କ ମଧ୍ୟରେ କ୍ଷୋଭ ପ୍ରକାଶ ପାଇଛି। ତେଣୁ ବିନା ଭକ୍ତରେ ରଥଯାତ୍ରା ହେଉ ଦାବିରେ ଉପରୋକ୍ତ ଦୁଇ ସଙ୍ଗଠନ ପକ୍ଷରୁ ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ଭାବେ ପୁରୀ ବନ୍ଦ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ଖଟିରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ: କର୍ମୀଙ୍କ ସହ ପିଇଲେ ଚା’

ଭୁବନେଶ୍ୱର,୧୯।୩: ଓଡ଼ିଶାରେ ପହଞ୍ଚିଛନ୍ତି ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ବତନ୍ତ୍ର ହେଲିକପ୍ଟରରେ ଆସି ସେ ନବରଙ୍ଗପୁରର ଉମରକୋଟରେ ପହଞ୍ଚିଛନ୍ତି। ବିଜୟ। ଉମରକୋଟ ବିଜୁ ପଟ୍ଟନାୟକ ପାର୍କରେ...

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ...

ଦୋଳ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସୁନାବେଶ

ପୁରୀ,୧୯।୩: ଶ୍ରୀମନ୍ଦିରରେ ଦୋଳ ପୂର୍ଣ୍ଣିମା ପାଇଁ ଛତିଶା ନିଯୋଗ ବୈଠକରେ ନୀତିକାନ୍ତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ...

ଝାଟିମାଟି ଘରେ ଜୀବନ

ନାକଟିଦେଉଳ,୧୯ା୩(ବୈକୁଣ୍ଠ ନାଥ ସାହୁ): ଗରିବ ଅସହାୟ ପରିବାରକୁ ପକ୍କା ଘର ଯୋଗାଇଦେବାକୁ ସରକାର ଆବାସ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର...

ପୁଣି ଦିଲ୍ଲୀରେ ବୈଠକ: ମେଣ୍ଟ ଦ୍ୱନ୍ଦ ଭିତରେ ଆସିବ କି ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୧୯।୩: ଦିଲ୍ଲୀରେ ମଙ୍ଗଳବାର ପୁଣି ବୈଠକ ବସିବ। ଏ ନେଇ ଫୋକସ୍‌ରେ ରହିଛି ଓଡ଼ିଶା ।  ଓଡ଼ିଶା ସମେତ ୮ଟି  ରାଜ୍ୟରେ ଲୋକସଭା ପ୍ରାର୍ଥୀ  ଚୟନ...

ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ନିୟମରେ ପରିବର୍ତ୍ତନ… 

ଭୁବନେଶ୍ୱର,୧୯।୩: ଆଗମୀ ଦିନରେ ରାଜ୍ୟରେ  ଗ୍ରୀଷ୍ମ ପ୍ରବାହ ବଢ଼ିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ଏବେଠୁ ପ୍ରସ୍ତୁତ ହୁଅ ।...

ଅମାନିଆଙ୍କ ପାଇଁ ଟ୍ରାଫିକ ପୋଲିସର କଡ଼ା ନିୟମ: ରେଡ୍‌ ସିଗ୍‌ନାଲ ଭାଙ୍ଗିଲେ…

ଭୁବନେଶ୍ୱର,୧୯।୩: ରାଜଧାନୀରେ ଟ୍ରାଫିକ ସିଗନାଲ ଭାଙ୍ଗିଲେ ତଣ୍ଡ ଗଣିବେ ଗାଡି ଚାଳକ। ଏଥିସହିତ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବାର ବି ଭୟ ରହିଛି। ଟ୍ରାଫିକ ସିଗନାଲ...

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri