ରଥରେ ସଙ୍ଖୁଡ଼ି ଭୋଗ

ମହାପ୍ରଭୁଙ୍କ ରଥଯାତ୍ରାରେ ହୋଇଥାଏ ସଙ୍ଖୁଡି ଭୋଗ ।
ରଥ ଟଣା ସମୟରେ ଯେଉଁଠି ସନ୍ଧ୍ୟା ହୋଇଯାଏ ରଥ ସେହିଠାରେ ଅଟକି ରହେ। ସେଠାକୁ ଭୋଗ ସାମଗ୍ରୀମାନ ଅଣାଯାଇ ଶ୍ରୀମନ୍ଦିର ବଡସୁଆରଙ୍କ ଦ୍ୱାରା ଭୋଗ ପ୍ରସ୍ତୁତ କରାଯାଇ ରଥ ଉପରେ ମଣୋହି କରାଯାଏ। ଶ୍ରୀଜଗନ୍ନାଥ ବଲ୍ଲଭ ମଠ, ମାଜଣା ଜାଗା, ଚାଉଳିଆ ମଠ, ଦଶାବତାର ମଠରେ ଏହି ଭୋଗ ପ୍ରସ୍ତୁତ ହୁଏ। ସଙ୍ଖୁଡି ଭୋଗ ଭାବରେ ଅମାଲୁ, କାକରା, ଟାକୁଆ, କେଳି, ମାଣ୍ଡୁଅ, ଝିଲି ଇତ୍ୟାଦି ଲାଗି ହୋଇଥାଏ। ମାତ୍ର ଏହି ପରମ୍ପରା ପ୍ରାୟ ୧୦୦ବର୍ଷ ହେବ ବନ୍ଦ ରହିଛି। ଏହି ଭୋଗ ପରିବର୍ତ୍ତେ ବର୍ତ୍ତମାନ ସ୍ବତନ୍ତ୍ର କୋରା, ବଲ୍ଲଭ, ବିଭିନ୍ନ ପ୍ରକାର ଫଳ, ନଡିଆ ଇତ୍ୟାଦି ଭୋଗ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri