ରଥ ନିର୍ମାଣକାରୀଙ୍କ ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୧୫।୩: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି ସାମାନ୍ୟତମ ସମସ୍ୟା ନ ହୁଏ ସେଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଇଛି। ଏଥିଲାଗି ପୂର୍ବ ନିଷ୍ପତ୍ତି ମୁତାବକ ବୁଧବାର ରଥ ନିର୍ମାଣକାରୀଙ୍କ କୋଭିଡ-୧୯ ଟେଷ୍ଟ ଲାଗି ସ୍ବାବ୍‌ ସଂଗ୍ରହ କରାଯାଇଛି। ବୁଧବାର ପ୍ରଥମ ଦିନରେ ୫୫ଜଣ ସେବକଙ୍କ ସ୍ବାବ୍‌ ସଂଗ୍ରହ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଠିତ ସ୍ବତନ୍ତ୍ର ଟିମ୍‌ ଏହି ସ୍ବାବ୍‌ ସଂଗ୍ରହ କରିଛନ୍ତି। ପର୍ଯ୍ୟାୟକ୍ରମେ ଅନ୍ୟ ସେବକମାନଙ୍କର କୋଭିଡ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ମଙ୍ଗଳବାର ସ୍ନାନ ଯାତ୍ରା ନେଇ ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନ ଆଲୋଚନା କରିଥିଲା। ଏହା ପରେ ଉପ ମୁଖ୍ୟ ପ୍ରଶାସକ ତଥା ଜିଲାପାଳ ବଲଓ୍ବନ୍ତ ସିଂହ ବୁଧବାରଠାରୁ ରଥ ନିର୍ମାଣ ସମ୍ପୃକ୍ତ ସେବକଙ୍କ କୋଭିଡ ଟେଷ୍ଟ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri