ରଥ ନିର୍ମାଣକାରୀଙ୍କ ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୧୫।୩: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି ସାମାନ୍ୟତମ ସମସ୍ୟା ନ ହୁଏ ସେଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଇଛି। ଏଥିଲାଗି ପୂର୍ବ ନିଷ୍ପତ୍ତି ମୁତାବକ ବୁଧବାର ରଥ ନିର୍ମାଣକାରୀଙ୍କ କୋଭିଡ-୧୯ ଟେଷ୍ଟ ଲାଗି ସ୍ବାବ୍‌ ସଂଗ୍ରହ କରାଯାଇଛି। ବୁଧବାର ପ୍ରଥମ ଦିନରେ ୫୫ଜଣ ସେବକଙ୍କ ସ୍ବାବ୍‌ ସଂଗ୍ରହ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଠିତ ସ୍ବତନ୍ତ୍ର ଟିମ୍‌ ଏହି ସ୍ବାବ୍‌ ସଂଗ୍ରହ କରିଛନ୍ତି। ପର୍ଯ୍ୟାୟକ୍ରମେ ଅନ୍ୟ ସେବକମାନଙ୍କର କୋଭିଡ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ମଙ୍ଗଳବାର ସ୍ନାନ ଯାତ୍ରା ନେଇ ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନ ଆଲୋଚନା କରିଥିଲା। ଏହା ପରେ ଉପ ମୁଖ୍ୟ ପ୍ରଶାସକ ତଥା ଜିଲାପାଳ ବଲଓ୍ବନ୍ତ ସିଂହ ବୁଧବାରଠାରୁ ରଥ ନିର୍ମାଣ ସମ୍ପୃକ୍ତ ସେବକଙ୍କ କୋଭିଡ ଟେଷ୍ଟ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ସୋନପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri