କୁଆମରା,୨।୪(ଡି.ଏନ୍.ଏ.)- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ସହ ବ୍ୟାପକ ସଚେତନତା ପାଇଁ ଆଗାମୀ ୧୪ ତାରିଖ ପର୍ଯ୍ୟନ୍ତ ଲକ୍ ଡାଉନ ଯୋଗୁଁ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଏହି ପରିସ୍ଥିତିରେ ବାହାରୁ ଆସି ଅଟକି ରହିଥିବା ଅସହାୟ ବ୍ୟକ୍ତିମାନେ ଖାଇବାକୁ ନ ପାଇ ଉପବାସରେ ଦିନ କାଟିବା ସହ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିପାଇଁ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ପ୍ରଶାସନ ପକ୍ଷରୁ ସାନଖୁଣ୍ଟା, ରାଣୀବନ୍ଧ, କୁଶଳଦା ଓ ପୁରୁଣା ବାରିପଦା ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ ଆରମ୍ଭ ହୋଇଛି। ଏହି ୪ଟି ପଞ୍ଚାୟତର ୧୮୪ ଜଣ ଅସହାୟଙ୍କୁ ରନ୍ଧା ଖାଦ୍ୟ ଦିଆଯାଇ ଥିବା ବିଡିଓ ରବୀନ୍ଦ୍ର ମଲ୍ଲିକ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍କୁ ଡରେନି ଏହି ସରକାର…’
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...
ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…
ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...
ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ
ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍ପି ଡ. ସିଏମ୍ ରମେଶ...
ପ୍ରଭାକର ସ୍ମାରକୀ ଭଲିବଲ୍ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ
ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...
କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ
ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...
ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…
କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...
Archives


