ରପ୍ତାନିକାରୀଙ୍କ ଲାଗି ଅନିବାର୍ଯ୍ୟ ହେବ ଜିଏସ୍‌ଟିଇନ୍‌ ତଥ୍ୟ

ନୂଆଦିଲ୍ଲୀ,୧୦-୨: ରପ୍ତାନିକାରୀ ଏବଂ ଆମଦାନୀକାରୀଙ୍କ ଲାଗି ଫେବୃୟାରୀ ୧୫ରୁ ଜିଏସ୍‌ଟିଇନ୍‌ ତଥ୍ୟ ପ୍ରଦାନ କରିବା ଅନିବାର୍ଯ୍ୟ ହେବ। ସାମଗ୍ରୀ ଓ ସେବା ଟିକସ କ୍ଷେତ୍ରରେ ହେଉଥିବା ରାଜସ୍ବ ଠକେଇକୁ ରୋକିବା ଦିଗରେ ରାଜସ୍ବ ବିଭାଗ ଏଭଳି ପଦକ୍ଷେପ ଗ୍ରହଣ କରିଛି। ଏ କ୍ଷେତ୍ରରେ ଟିକସ ଠକେଇ କରୁଥିବା ଲୋକଙ୍କୁ ଧରିବା ଲାଗି ବିଭାଗ ଏବେ କଡା ପଦକ୍ଷେପ ଗ୍ରହଣ କରିଛି। ଏଭଳି କେତେକ ମାମଲା ସାମ୍ନାକୁ ଆସିଥିବା କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ(ସିବିଆଇସି) ପକ୍ଷରୁ ସୂଚନା ଦିଆଯାଇଛି। ସିବିଆଇସି ନୂଆ ନିଷ୍ପତ୍ତି ଉପରେ ଏକ ସର୍କୁଲାର ଜାରି କରିଛି। ଏଥିରେ କୁହାଯାଇଛି ଯେ, ରପ୍ତାନିକାରୀ, ଆମଦାନୀକାରୀ ଜିଏସ୍‌ଟିଏନ୍‌ରେ ପଞ୍ଜୀକରଣ କରିଥିଲେ ମଧ୍ୟ ପ୍ରବେଶ କିମ୍ବା ସିପିଂ ବିଲ୍‌ କ୍ଷେତ୍ରରେ ଜିଏସ୍‌ଟି ଇନ୍‌ ସମ୍ପର୍କରେ ଘୋଷଣା କରୁନାହାନ୍ତି। ଜିଏସ୍‌ଟିଇନ ହେଉଛି ସେହି ୧୫ ସଂଖ୍ୟା ବିଶିଷ୍ଟ ନମ୍ବର ଯାହା ଜିଏସ୍‌ଟିରେ ପଞ୍ଜୀକରଣ କରୁଥିବା ପ୍ରତି ବ୍ୟକ୍ତିଙ୍କୁ ପ୍ରଦାନ କରାଯାଇଥାଏ। ସୀମା ଶୁଳ୍କ ବିଭାଗକୁ ଆମଦାନୀକାରୀ ବିଲ୍‌ ଅଫ୍‌ ଏଣ୍ଟ୍ରି ଏବଂ ରପ୍ତାନୀକାରୀମାନେ ସିପିଂ ବିଲ୍‌ ବେଳେ ଫାଇଲିଂ କରିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri