Posted inଫୁରସତ

ରବର କି ବୋର୍ଡ

ଆଜିକାଲି କମ୍ପ୍ୟୁଟର ଯୁଗ। କମ୍ପ୍ୟୁଟରର ଅନ୍ୟତମ ଅତ୍ୟାବଶ୍ୟକ ପାର୍ଟ ହେଲା କି ବୋର୍ଡ। ଏହା ସାଧାରଣତଃ କଠିନ ପ୍ଲାଷ୍ଟିକରେ ପ୍ରସ୍ତୁତ ହୋଇଥାଏ। ଅସାବଧାନତାରୁ ଯଦି ଏହା ପଡ଼ିଯାଏ କିମ୍ବା ଏଥିରେ ଜୋର୍‌ରେ ଆଘାତ ଲାଗେ ତେବେ ତାହା ଭାଙ୍ଗି ଯିବାର ସମ୍ଭାବନା ରହିଛି। ନିକଟରେ ନ୍ୟୁଜିଲାଣ୍ଡସ୍ଥିତ ଅକଲାଣ୍ଡ ୟୁନିଭର୍ସିଟିର ବୈଜ୍ଞାନିକମାନେ ଏକ ରବର କି ବୋର୍ଡ ତିଆରି କରିଛନ୍ତି। ଏହି ନମନୀୟ କି ବୋର୍ଡ ତଳେ ପଡ଼ିଲେ ମଧ୍ୟ ଭାଙ୍ଗିବ ନାହିଁ। ଏପରିକି ଏହାକୁ କାଗଜ ପରି ଫୋଲ୍ଡିଂ କରି ସାଙ୍ଗରେ ନେଇ ଯାଇହେବ। ‘ଡାଇ ଇଲେକ୍ଟ୍ରିକ ଏଷ୍ଟୋମୋନ୍‌’ ନାମକ ରବରରେ ଏହାକୁ ତିଆରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri