Posted inଖେଳ

ରବିକୁମାର ମୋର ଆଦର୍ଶ: ଭକ୍ତରାମ

ଭୁବନେଶ୍ୱର,୩୦।୮- ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ରବିକୁବାର ମୋର ଆଦର୍ଶ ବୋଲି ସ୍ବତନ୍ତ୍ର ଭାବେ ପୁରସ୍କୃତ ହୋଇଥିବା ଯୁବ ଭାରୋତ୍ତୋଳକ ଭକ୍ତରାମ ଦେଷ୍ଟି କହିଛନ୍ତି। ୨୦୧୨ରେ ଖେଳିବା ଆରମ୍ଭ କରିଥିଲି। ଭଲ କୋଚ୍‌ ଥିଲେ ମଧ୍ୟ ମାଲକାନଗିରି ସ୍ପୋଟର୍‌ସ ହଷ୍ଟେଲରେ ସେଭଳି ସୁବିଧା ସୁଯୋଗ ନ ଥିଲା। ବ୍ରହ୍ମପୁର ଆସିବା ପରେ ସବୁ ପ୍ରକାର ସୁବିଧା ସୁଯୋଗ ମିଳିଛି। କମନଓ୍ବେଲ୍‌ଥରେ ଶେଷଥର ପାଇଁ ପଦକ ହାସଲ କରିଥିଲି। ପିଲାବେଳେ ଜିମ୍‌ ଯିବାବେଳେ ଭାରୋତ୍ତଳନ ସାମିଲ ହୋଇଥିଲି। ୪୯ ବର୍ଗରେ ଜାତୀୟସ୍ତରରେ ଜୁନିୟର ଓ ସିନିୟରସ୍ତରରେ ଭଲ ପ୍ରଦର୍ଶନ କରିବା ଲକ୍ଷ୍ୟ ରହିଛି। ଭବିଷ୍ୟତରେ ରବିକୁମାରଙ୍କ ଭଳି ଭାରୋତ୍ତୋଳକ ହେବି ବୋଲି ଭକ୍ତରାମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri