Posted inଜାତୀୟ

ମାଆଙ୍କ ଆଶୀର୍ବାଦ ନେବେ ମୋଦି

ନୂଆଦିଲ୍ଲୀ,୨୬ା୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ଗୁଜୁରାଟର ଅହମ୍ମଦାବାଦରେ ପହଞ୍ଚି ମାଆ ହୀରାବେନ୍‌ଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିବେ। ଲୋକସଭା ନିର୍ବାଚନରେ ଏନ୍‌ଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ମେ ୩୦ରେ ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ମୋଦି। ଏହା ପୂର୍ବରୁ ସୋମବାର ବାରାଣସୀରେ ପହଞ୍ଚି ସମର୍ଥକମାନଙ୍କୁ ଧନ୍ୟବାଦ ଜଣାଇବେ। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ‘ରବିବାର ସନ୍ଧ୍ୟାରେ ମୋ ମାଆଙ୍କ ଆଶୀର୍ବାଦ ନେବାକୁ ଗୁଜୁରାଟ ଯିବି। ଗୋଟିଏ ଦିନ ପରେ କାଶୀ ଯିବି। ଯେଉଁଠି ଏ ପୃଥିବୀର ଲୋକେ ମୋ’ ଉପରେ ବିଶ୍ୱାସ ଆଉ ଭରସା ରଖିଛନ୍ତି। ସେମାନଙ୍କୁ ଧନ୍ୟବାଦ ଦେବି।’


Enter your email to get our daily news in your inbox.

All Right Reserved By Dharitri.Com

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

ବେଙ୍ଗଲରେ ୫ ଟଙ୍କାରେ ମିଳିବ ମାଛ-ଭାତ; ଜାଣନ୍ତୁ ଦେଶର କେଉଁ ରାଜ୍ୟରେ ମିଳେ ସବୁଠୁ ଶସ୍ତା ସରକାରୀ ଥାଳି?

କୋଲକାତା,୨୭।୫: ପଶ୍ଚିମବଙ୍ଗ ସରକାର ସାଧାରଣ ଏବଂ ଗରିବ ଲୋକଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ସରକାରୀ ସହାୟତା ପ୍ରାପ୍ତ ସ୍ୱତନ୍ତ୍ର କ୍ୟାଣ୍ଟିନଗୁ ବର୍ତ୍ତମାନ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri