ଭୁବନେଶ୍ୱର,୨୦।୮(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରୁ ଜୁନିଅର କଲେଜ ଉଠିଯିବ। ୟୁନିଟ-୯ ଗାର୍ଲସ ହାଇସ୍କୁଲ ପରିସରରେ ଯୁକ୍ତ ୨ କଲେଜ ପ୍ରତିଷ୍ଠା ହେବ। ଏନେଇ ହାଇସ୍କୁଲ ପରିସରରେ ୩ ଏକର ଜମି ଚିହ୍ନଟ ହୋଇଥିବା ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର ସୂଚନା ଦେଇଛନ୍ତି।
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ପରିସରରୁ ଜୁନିଅର କଲେଜ ଉଠିଯିବ। ୟୁନିଟ-୯ ଗାର୍ଲସ ହାଇସ୍କୁଲ ପରିସରରେ ଯୁକ୍ତ ୨ କଲେଜ ପ୍ରତିଷ୍ଠା ହେବ। ଏନେଇ ହାଇସ୍କୁଲ ପରିସରରେ ୩ ଏକର ଜମି ଚିହ୍ନଟ ହୋଇଥିବା ନେଇ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର ସୂଚନା ଦେଇଛନ୍ତି।
ଢାକା,୨୯।୧୦: ବାଂଲାଦେଶରେ ଛାତ୍ରମାନଙ୍କ ହିଂସାତ୍ମକ ବିକ୍ଷୋଭ ପରେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡ଼ିବା ପୂର୍ବରୁ, ଦେଶର ଦାୟିତ୍ୱ ମହମ୍ମଦ ୟୁନୁସଙ୍କୁ ହସ୍ତାନ୍ତର କରାଯାଇଥିଲା।…
ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା…
ଗୋପାଳପୁର, ୨୯।୧୦ (ନବୀନ ରାଜ ଆଚାରୀ): ଗତ ତିନି ଦିନ ଧରି ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲାଗିରହିଥିବା ଅବିଶ୍ରାନ୍ତ ବର୍ଷା ଯୋଗୁ ଜନଜୀବନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି।…
ନୂଆଦିଲ୍ଲୀ,୨୯।୧୦: ଯେତେବେଳେ ଜସପ୍ରୀତ ବୁମରାଙ୍କ ହାତରେ ବଲ ଥାଏ, ସେତେବେଳେ ଶ୍ରେଷ୍ଠ ବ୍ୟାଟରମାନଙ୍କ ପାଇଁ ମଧ୍ୟ ରନ ସଂଗ୍ରହ କରିବା କଷ୍ଟକର ହୋଇପଡ଼େ। ନିଜର ଦମଦାର ବୋଲିଂ…
ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ): ବାତ୍ୟା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ବାତ୍ୟା ପ୍ରଭାବରେ ଧାନ ସମେତ ଅଣଧାନ ଫସଲ ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି।…
ପୁରୁଷୋତ୍ତମପୁର, ଅକ୍ଟୋବର ୨୯ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବନ୍ୟା ଏକ ଭୟବହ ରୂପ ନେଇଛି। ତିନି ଦିନର ଲଗାଣ…
ନୂଆଦିଲ୍ଲୀ,୨୯।୧୦: ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ମୁମ୍ବାଇ ଇଣ୍ଡିଆନ୍ସ ସହିତ ନିଜର ଯାତ୍ରା ଜାରି ରଖିବେ, ନା ତାଙ୍କୁ ଏକ ନୂତନ ଦଳର ଜର୍ସିରେ ଦେଖିବାକୁ ମିଳିବ? ଆଗାମୀ…
ଅମରପାଲି,୨୯ା୧୦(ପୀତାମ୍ବର ସାହୁ): କଅଁଳ ବୟସରୁ ନୃତ୍ୟ ପ୍ରତି ଆଗ୍ରହ ରଖି ଚର୍ଚ୍ଚାକୁ ଆସିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ୮ ବର୍ଷୀୟା ଶୁଭଲକ୍ଷ୍ମୀ ହୋତା। ସମ୍ବଲପୁରର ଏକ…