ରମାଦେବୀ ବିଶ୍ୱବିଦ୍ୟାଳୟ: ୟୁଜି, ପିଜି, ବିଏଡ୍‌ ପରୀକ୍ଷା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୦।୯(ବୁରୋ) – ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ୟୁଜି, ପିଜି ଓ ବିଏଡ୍‌ ପରୀକ୍ଷା ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରିଛି। ୟୁଜି ଶେଷ ସେମିଷ୍ଟର ପାଇଁ ୨୧ରେ ପ୍ରାକ୍ଟିକାଲ ଏବଂ ୨୩ ଓ ୨୪ ତାରିଖରେ ଥିଓରୀ ପରୀକ୍ଷା ହେବ। ସେହିପରି ପିଜି ଶେଷ ସେମିଷ୍ଟର ପାଇଁ ୨୧ରେ ପ୍ରାକ୍ଟିକାଲ ଓ ୨୮ ତାରିଖରେ ଥିଓରୀ ପରୀକ୍ଷା ହେବ। ଉଭୟ ପରୀକ୍ଷା ଦୁଇଟି ସିଟିଂରେ ଅନୁଷ୍ଠିତ ହେବ। ପ୍ରଥମ ସିଟିଂ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧୨ଟା ଓ ଦ୍ୱିତୀୟ ସିଟିଂ ଅପରାହ୍ନ ୨ଟାରୁ ୩ଟା ପର୍ଯ୍ୟନ୍ତ ଚାଲିବ। ଅନ୍ୟପକ୍ଷରେ ବିଏଡ୍‌ ପରୀକ୍ଷା ପାଇଁ ମଧ୍ୟ ସମୟସୂଚୀ ପ୍ରକାଶ ପାଇଛି। ଆସନ୍ତା ୨୧ ଓ ୨୪ ତାରିଖରେ ଥିଓରୀ ପରୀକ୍ଷା ଦୁଇଟି ସିଟିଂରେ ଅନୁଷ୍ଠିତ ହେବ। ତେବେ ସମସ୍ତ ୟୁଜି, ପିଜି ଓ ବିଏଡ୍‌ ପରୀକ୍ଷା ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ ମୋଡ୍‌ରେ ହେବ। ଛାତ୍ରୀଛାତ୍ରମାନେ କେଉଁ ଆଧାରରେ ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେସମ୍ପର୍କରେ ପୂର୍ବରୁ ବିଶ୍ୱବିଦ୍ୟାଳୟକୁ ଜଣାଇବେ। ତେବେ ୯୦% ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମୋଡ୍‌ରେ ପରୀକ୍ଷା ଦେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri