ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ସାର୍ଟିଫିକେଟ କୋର୍ସ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଚଳିତ ଶିକ୍ଷାବର୍ଷରୁ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ଏକ ସାର୍ଟିଫିକେଟ କୋର୍ସ ଆରମ୍ଭ ହେବ। ଏହି ୪ମାସିଆ ପାଠ୍ୟକ୍ରମ ପାଇଁ ୩୦ସିଟ୍‌ ରହିଥିବାବେଳେ କୋର୍ସ ଫି’ ୮ହଜାର ଟଙ୍କା ରଖାଯାଇଛି। ପ୍ରକାଶନର ସମସ୍ତ ଦିଗ ଯେପରି କି ସମ୍ପାଦନ, ଦଳିଲ ଚୟନ ଓ ଏହାର ମୂଲ୍ୟାୟନ, ପ୍ରୁଫ୍‌ ରିଡିଂ, ଡିଜାଇନ ଓ ପୁସ୍ତକର ବିକ୍ରୟ ଯୋଜନା ଆଦି ଏଥିରେ ଅନ୍ତର୍ଭୁକ୍ତ ରହିବ। ବିଭିନ୍ନ ପ୍ରକାଶନ ଶିଳ୍ପର ଅଭିଜ୍ଞ ବ୍ୟକ୍ତିମାନେ ଛାତ୍ରୀମାନଙ୍କୁ ଶିକ୍ଷାଦାନ କରିବେ। ଆଗ୍ରହୀ ଛାତ୍ରୀମାନେ ଆସନ୍ତା ୨୬ ତାରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷାଙ୍କୁ ଆବେଦନ କରିବାକୁ ପଡ଼ିବ। ଏନେଇ ଅଧିକ ବିବରଣୀ ବିଶ୍ୱବିଦ୍ୟାଳୟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ଏଥିରେ ଉଭୟ ରମାଦେବୀ ବିଶ୍ୱବିଦ୍ୟାଳୟ ଓ ବାହାରେ ସ୍ନାତକ ସମ୍ପୂର୍ଣ୍ଣ କରିଥିବା ଛାତ୍ରୀମାନେ ଆବେଦନ କରିପାରିବେ। ଏହି ପାଠ୍ୟକ୍ରମ ଦ୍ୱାରା ଛାତ୍ରୀମାନେ ସ୍ବାବଲମ୍ବୀ ହେବା ସହ ରୋଜଗାରକ୍ଷମ ହୋଇପାରିବେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri