ରସାୟନ ବିଜ୍ଞାନରେ ୩ ବୈଜ୍ଞାନିକଙ୍କୁ ନୋବେଲ

ଷ୍ଟକହୋମ୍‌,୯।୧୦: ରସାୟନ ବିଜ୍ଞାନରେ ଚଳିତ ବର୍ଷର ନୋବେଲ ବିଜେତାଙ୍କ ନାମ ବୁଧବାର ଘୋଷଣା କରାଯାଇଛି। ନୋବେଲ ବିଜେତା ଏହି ୩ ବୈଜ୍ଞାନିକ ହେଲେ ଜନ୍‌ ବି. ଗୁଡଏନଫ, ଏମ୍‌, ଷ୍ଟନଲେ ଓ୍ବିଟିଙ୍ଗହାମ ଓ ଅକିରା ୟୋଶିନୋ। development of lithium-ion batteries ଉପରେ ଉଲ୍ଲେଖନୀୟ ଗବେଷଣା ପାଇଁ ଏହି ୩ ଜଣ ବୈଜ୍ଞାନିକଙ୍କୁ ୨୦୧୯ର ନୋବେଲ ପୁରସ୍କାର ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri