ରସୁଲଗଡ଼ ଛକରେ ଯୁବକଙ୍କ ଦାଦାଗିରି: ବନ୍ଧୁକ ଦେଖାଇ ଡରାଇଲେ, କାବୁ କଲା ପୋଲିସ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଛକରେ ଶନିବାର ଜଣେ ଯୁବକଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଗାଡ଼ି ଓଭରଟେକ କରିବାକୁ ନେଇ ଦୁଇ ଚାଳକଙ୍କ ମଧ୍ୟରେ କିଛି ସମୟ ଧରି ଯୁକ୍ତିତର୍କ ହେବା ସହ ହାତାହାତି ପର୍ଯ୍ୟନ୍ତ କଥା ଯାଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଯୁବକ ଗାଡ଼ିରୁ ବନ୍ଧୁକ କାଢ଼ି ଅନ୍ୟଜଣଙ୍କୁ ମାରିବାକୁ ଧମକ ଦେଇଥିଲେ। ଏହାକୁ ନେଇ ଘଟଣାସ୍ଥଳରେ ଲୋକଙ୍କ ଗହଳି ହେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ତେବେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ କାବୁ କରିଛି। ତେବେ ବନ୍ଧୁକଟିର ଲାଇସେନ୍ସ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…

ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri