ରସୁଲପୁରର ୧୪୩ ନମୁନା ନେଗେଟିଭ

ରସୁଲପୁର, ୧୦।୫ (ଡି.ଏନ୍‌.ଏ.)-ରସୁଲପୁର ବ୍ଲକ ଅଞ୍ଚଳରେ ଥିବା ୩୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ରାଜ୍ୟରୁ ଫେରିଥିବା ଶ୍ରମିକମାନଙ୍କୁ ରଖାଯାଇଛି। ଗତ ଏପ୍ରିଲ ୨୯ ଓ ୩୦ ତାରିଖରେ ଉକ୍ତ କେନ୍ଦ୍ରଗୁଡ଼ିକରେ ରହୁଥିବା ୧୫୫ଜଣ କୋଲକାତା ଫେରନ୍ତାଙ୍କର ସ୍ବାବ ନମୁନା ସଂଗ୍ରହ କରାଯାଇଥିଲା। ପୂର୍ବରୁ ୩ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ବେଳେ ରବିବାର ସୁଦ୍ଧା ଅନ୍ୟ ୧୪୩ ଜଣଙ୍କ ରିପୋର୍ଟ ଆସିଛି। ସମସ୍ତ ରିପୋର୍ଟ ନେଗେଟିଭ୍‌ ରହିଥିବା ବେଳେ ଖୁବ୍‌ ଶୀଘ୍ର ଅନ୍ୟ ୯ଜଣଙ୍କ ରିପୋର୍ଟ ଆସିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳରୁ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ସହ ଗୋଟିଏ ଗାଡ଼ିରେ କୋଲକାତାରୁ ଫେରିଥିବା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ବ୍ଲକ ପ୍ରଶାସନ ଓ ଅଞ୍ଚଳବାସୀ ଆଶ୍ୱସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

ଛିଡା ହୋଇଥିବା ଟ୍ରକ୍‌ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ

କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

୨ଘଣ୍ଟାରୁ ଅଧିକ ସମୟ ବିଦ୍ୟୁତ ସେବା ଠପ୍‌, ଅସନ୍ତୋଷ ପ୍ରକାଶ କଲେ ଲୋକେ, ଏସଡିଓ କହିଲେ…

ଧର୍ମଶାଳା,୧୫।୫(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ଜାରକା ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ପାଇଁ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଖରା ଦିନ…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ):  ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri