ରସୁଲପୁର,୪ା୧୨(ଡି.ଏନ୍.ଏ.)- ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ ମଙ୍ଗଳବାର ଜାବରା ପଞ୍ଚାୟତସ୍ଥିତ ବ୍ରାହ୍ମଣୀ ନଦୀଘାଟ ଉପରେ ଚଢ଼ାଉ କରି ବେଆଇନ ବାଲି ପରିବହନରେ ନିୟୋଜିତ ୫ ଟ୍ରାକ୍ଟରକୁ ଜବତ କରିଥିଲେ। ଉକ୍ତ ଜବତ ଟ୍ରାକ୍ଟରକୁ ପୋଲିସ ହେପାଜତକୁ ନେଇଛି। ଜବତ ଟ୍ରାକ୍ଟର ମାଲିମାନଙ୍କୁ ତହସିଲ ପକ୍ଷରୁ ନୋଟିସ କରାଯାଇଛି ା ମାଲିକମାନେ ପହଞ୍ଚତ୍ ବେଆଇନ ବାଲି ପରିବହନ ପାଇଁ ଜରିମାନା ପୈଠ କରିବା ପରେ ଗାଡ଼ି ଛଡ଼ାଯିବ ବୋଲି ତହସିଲ ପକ୍ଷରୁ କୁହାଯାଇଛି। ଉକ୍ତ ଚଢାଉରେ ତହସିଲ ସୁପରଭାଇଜର ମହେଶ୍ୱର ସେଠୀ, ରାଜସ୍ବ ନିରୀକ୍ଷକମାନେ ଅଂଶଗ୍ରହଣ କରିଥିଲେ ା ଏଥିରେ କୁଆଖିଆ ଥାନା ପୋଲିସ ପକ୍ଷରୁ ସହାୟତା କରାଯାଇଥିଲା।
Posted inଆମ ଜିଲା ଖବର, ଯାଜପୁର View All
କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…
କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍ ପଡ଼ିଆଠାରେ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…
କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ
ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ
ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…
ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…
ପାଟଣା ବ୍ଲକ୍ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ
ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…
ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ
ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…
ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…
ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…
Archives

