ରାଉରକେଲାରେ ଏସିଡ୍‌ ମାଡ଼: ଗୋଟିଏ ପରିବାରର ୪ ଆହତ; ଅଭିଯୁକ୍ତ ଗିରଫ

ରାଉରକେଲା ଅଫିସ,୬ା୨- ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଥାନା ଅନ୍ତର୍ଗତ ସେକ୍ଟର-ଏ ଅଞ୍ଚଳରେ ଏସିଡ୍‌ ମାଡ଼ରେ ଗୋଟିଏ ପରିବାରର ୪ଜଣ ଆହତ ହୋଇଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସନ୍ତୋଷ ସୋନି(୩୯)। ପୂର୍ବ ଶତ୍ରୁତାକୁ ନେଇ ଏଭଳି ଏସିଡ୍‌ ମାଡ଼ ହୋଇଥିବା ପୋଲିସ ଜାଣିବାକୁ ପାଇଛି। ବୁଧବାର ରାତି ପ୍ରାୟ ସାଢେ ୮ଟାରେ ସନ୍ତୋଷ ଉକ୍ତ ପରିବାର ଉପରେ ଏସିଡ୍‌ ମାଡ଼ କରିଥିବା ସୂଚନା ମିଳିଛି।

ପ୍ରକାଶ ଯେ, ଏକ ଅଭାବନୀୟ ଘଟଣା କ୍ରମରେ ସେକ୍ଟର ଏ ଅଞ୍ଚଳ ଘର ନଂ-୪୧୫ରେ ରହୁଥିବା ସୁଲୋଚନା ପାଣ୍ଡେ(୪୮), ପୁଅ ନଗେନ୍ଦ୍ର(୨୫), ବିଦ୍ୟାକାନ୍ତ(୨୨) ଓ ଅନ୍ୟ ଜଣେ ସଦସ୍ୟା ସଂଗୀତା(୨୪)ଙ୍କ ଉପରେ ଏସିଡ୍‌ ମାଡ଼ ହୋଇଥିଲା। ୪ଜଣଙ୍କୁ ଆହତ ଅବସ୍ଥାରେ ପ୍ରଥମେ ପାଖ ରେଲୱେ ହସ୍ପିଟାଲ ଓ ପରେ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସା ପରେ ଗୁରୁବାର ଏମାନଙ୍କୁ ଛାଡ଼ି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri