ରାଉରକେଲାରେ ସାରଦା ନାୟକ ଆଗୁଆ

ରାଉରକେଲା ଅଫିସ,୨୩।୫: ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ରାଉରକେଲା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସାରଦା ନାୟକ ଆଗୁଆ ରହିଛନ୍ତି। ସାରଦା ୨୧୭୧ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ନିହାର ରାୟ ୧୮୬୯ ଭୋଟ ପାଇଛନ୍ତି। କଂଗ୍ରେସର ବୀରେନ ସେନାପତି ୮୩୬ ଭୋଟ ପାଇଛନ୍ତି।