Posted inଖେଳ

ରାକେଟ୍‌ରେ ଓ୍ବିମ୍ବେଲଡନ କୋର୍ଟ ନଷ୍ଟ କରିଥିବା ଅଭିଯୋଗ: ସେରେନାଙ୍କୁ ଜରିମାନା

ଲଣ୍ଡନ, ୯ା୭- ରାକେଟ୍‌ରେ ଓ୍ବିମ୍ବେଲଡନ କୋର୍ଟ ନଷ୍ଟ କରିଥିବା ଅଭିଯୋଗରେ ସେରେନା ଓ୍ବିଲିୟମ୍ସଙ୍କୁ ୧୦,୦୦୦ ଡଲାର(୭,୯୮୮ ପାଉଣ୍ଡ) ଜରିମାନା କରାଯାଇଛି। ଅଲ୍‌ ଇଂଲଣ୍ଡ କ୍ଲବରେ ଚଳିତ ବର୍ଷର ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ପ୍ରାକ୍ଟିସ ସେସନ ବେଳେ ଏହି ଘଟଣା ଘଟିଛି। ୭ଥର ଓ୍ବିମ୍ବେଲଡନ ଚାମ୍ପିୟନ ଏହି ୩୭ ବର୍ଷୀୟ ଖେଳାଳିଙ୍କର ୨୦୧୯ରେ ଏହା ହେଉଛି ୬ଷ୍ଠ ଟୁର୍ନାମେଣ୍ଟ। ଚଳିତ ଓ୍ବିମ୍ବେଲଡନ ଟୁର୍ନାମେଣ୍ଟରେ ସେ ସୋମବାର କାର୍ଲା ସୁଆରେଜ ନାଭାରୋଙ୍କୁ ପରାସ୍ତ କରି କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟ ଜଣେ ଖେଳାଳି ଇଟାଲୀର ଫାବିଓ ଫଗ୍‌ନିନିଙ୍କୁ ମଧ୍ୟ ୩,୦୦୦ ଡଲାର(୨,୩୯୬ ପାଉଣ୍ଡ) ଜରିମାନା ହୋଇଛି। ଓ୍ବିମ୍ବେଲଡନରେ ବୋମା ପଡ଼ିବା ଉଚିତ୍‌ ବୋଲି ସେ କହିଥିଲେ। ଶନିବାର ଟେନିସ ସ୍ୟାଣ୍ଡଗ୍ରେନ୍‌ ବିପକ୍ଷ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ପରାଜିତ ହେବା ପରେ ପ୍ରତିକ୍ରିୟାରେ ଏକଥା କହିପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri