‘ରାକେଶ’ର ପିଛା ଛାଡୁନି ସଂକ୍ରମଣ

ଢେଙ୍କାନାଳ ଅଫିସ, ୮।୫ – ଢେଙ୍କାନାଳ କପିଳାସ ପ୍ରାଣୀ ଉଦ୍ୟାନର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ଥିବା ନରହନ୍ତା ଦନ୍ତା ‘ରାକେଶ’ର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ସଂକ୍ରମଣ ହାତୀର ପିଛା ଛାଡୁନି। ବାମଗୋଡ଼ରେ ହୋଇଥିବା ଘା’ ପୁଣିଥରେ ସଂକ୍ରମିତ ହୋଇ ଗୁରୁତର ଆକାର ଧାରଣ କରିଥିବାରୁ ଚିନ୍ତାରେ ପଡ଼ିଛି ବନ ବିଭାଗ। ଏ ନେଇ ଡିଏଫ୍‌ଓ ବିମଳ ପ୍ରସନ୍ନ ଆଚାର୍ଯ୍ୟ କୁହନ୍ତି, ‘ରାକେଶ’ର ପଛ ବାମଗୋଡ଼ରେ ସଂକ୍ରମଣ ହୋଇଛି। ହାତୀଟି ସୁସ୍ଥ ଥିଲା। ପୁଣି ଘା’ ସଂକ୍ରମିତ ହୋଇଥିବାରୁ ଏହାର ଚିକିତ୍ସା ଲାଗି ପଦକ୍ଷେପ ନିଆଯାଉଥିବା ସେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ତାଳଚେର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିବା ପରେ ଦନ୍ତାକୁ ଟ୍ରାଙ୍କୁଲାଇଜ୍‌ କରି କପିଳାସ ଚିଡ଼ିଆଖାନାକୁ ଅଣାଯାଇଥିଲା। ସେଠାରେ ହାତୀକୁ ଏକ ଖୋଲା ମଣ୍ଡପରେ ଗୋଡ଼ରେ ଶିକୁଳି ବାନ୍ଧି ରଖାଯାଇଛି। ପୂର୍ବରୁ ହାତୀ ଗୋଡ଼ରେ ଘା’ ହୋଇଥିଲା। ଭୁବନେଶ୍ୱର ଓୟୁଏଟିରୁ ପ୍ରାଣୀ ବିଶେଷଜ୍ଞମାନେ ଆସି ଚିକିତ୍ସା କରିବାପରେ ସେ ସୁସ୍ଥ ହୋଇଥିଲା। ଏହାପରେ ମେରୁହାଡ଼ ଦୁଇପାର୍ଶ୍ୱରେ ଘା’ ହୋଇଥିଲା। ଏହି ଘା’ ନ ଶୁଖୁଣୁ ଶିକୁଳି ବନ୍ଧା ଯାଇଥିବା ପଛ ବାମ ଗୋଡ଼ରେ ଘା’ ସଂକ୍ରମିତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri