ରାଘବେନ୍ଦ୍ର ସମବାୟ ବ୍ୟାଙ୍କ ଉପରେ ଆର୍‌ବିଆଇର କଟକଣା

ନୂଆଦିଲ୍ଲୀ,୧୫-୧: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ (ପିଏମ୍‌ସି) ବ୍ୟାଙ୍କ ପରେ ରିଜର୍ଭ ବ୍ୟାଙ୍କ କର୍ନାଟକର ରାଘବେନ୍ଦ୍ର ସହକାର ବ୍ୟାଙ୍କ ଉପରେ ଉଠାଣ ନେଇ କଟକଣା ଜାରି କରିଛି। ଏହି ବ୍ୟାଙ୍କରୁ ଗ୍ରାହକ ଥରକେ କେବଳ ୩୫ ହଜାର ଟଙ୍କା ଉଠାଣ କରିବା ନେଇ ରିଜର୍ଭ ବ୍ୟାଙ୍କ ନିର୍ଦ୍ଦେଶ ଦେଇଛି। ଏହି ବ୍ୟାଙ୍କ ଆଗାମୀ ୬ ମାସ ଯାଏ ରିଜର୍ଭ ବ୍ୟାଙ୍କର ବିନା ଅନୁମତିରେ କୌଣସି ନୂଆ ଋଣ କିମ୍ବା ନିବେଶ କରି ପାରିବ ନାହିଁ। ବ୍ୟାଙ୍କର ଲାଇସେନ୍ସ ଏବେ ଯାଏ ରଦ୍ଦ ହୋଇନାହିଁ। ବ୍ୟାଙ୍କର ସ୍ଥିତି ନ ସୁଧୁରିବା ଯାଏ ଏଭଳି କଟକଣା ଲାଗି ରହିବ। ଏହି ସମୟ ମଧ୍ୟରେ କେନ୍ଦ୍ରୀୟ ବ୍ୟାଙ୍କର ତତ୍ତ୍ୱାବଧାନରେ ଉକ୍ତ ସମବାୟ ବ୍ୟାଙ୍କର କାମକାର୍ଯ୍ୟ ଚାଲୁ ରହିବ। ଶୁକ୍ରବାର ପରଠାରୁ ବ୍ୟାଙ୍କ ଉପରେଏଭଳି କଟକଣା ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?