Posted inଖେଳ

ରାଜକୋଟ୍‌ରେ ଭଲ ନାହିଁ ଭାରତର ରେକର୍ଡ

ରାଜକୋଟ,୧୬।୧(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ଗ୍ରାଉଣ୍ଡରେ ଘରୋଇ ଭାରତର ରେକର୍ଡ ଭଲ ନାହିଁ। ଏଠାରେ ଗତ ଦୁଇଟି ମ୍ୟାଚ୍‌ ଖେଳି ଭାରତ ପରାସ୍ତ ହୋଇଥିଲା। ୨୦୧୩ରେ ଏଠାରେ ଭାରତ ଇଂଲଣ୍ଡଠାରୁ ଏକ ରୋମାଞ୍ଚକ ମ୍ୟାଚ୍‌ରେ ମାତ୍ର ୯ ରନରେ ପରାସ୍ତ ହୋଇଥିଲା। ଏହାପରେ ୨୦୧୫ ଅକ୍ଟୋବର ୧୮ ତାରିଖରେ ଭାରତ ଏଠାରେ ଦକ୍ଷିଣ ଆଫ୍ରିକାଠାରୁ ୧୮ ରନରେ ପରାସ୍ତ ହୋଇଥିଲା। ଏହି ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଖେଳିଥିବା ଏକମାତ୍ର ଟି୨୦ ମ୍ୟାଚ୍‌ରେ କିନ୍ତୁ ଭାରତଠାରୁ ପରାସ୍ତ ହୋଇଥିଲା। ତେବେ ୧୯୮୬ ଅକ୍ଟୋବର ୭ ତାରିଖରେ ଅଷ୍ଟ୍ରେଲିଆ ପୁରୁଣା ଷ୍ଟାଡିୟମରେ ୨୬୧ରନର ଟାର୍ଗେଟ ଚେଜ୍‌ କରି ୭ ଉଇକେଟରେ ବିଜୟୀ ହୋଇଥିଲା। ଅଧିନାୟକ ଆଲାନ ବର୍ଡର ଅପରାଜିତ ୯୧ ରନ କରି ଦଳକୁ ଜିତାଇଥିଲେ। ଏହାପରେ ୨୦୧୩ ଅକ୍ଟୋବର ୧୦ରେ ଏଠାରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ଭାରତ ୬ ଉଇକେଟରେ ଅଷ୍ଟ୍ରେଲିଆକ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri