Posted inଜାତୀୟ

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ, ୧୫।୮: ଆଜି ୭୩ତମ ସ୍ବାଧୀନତା ଦିବସ। ଏଥିପାଇଁ ସାରା ଦେଶରେ ଉତ୍ସବ ମୁଖର ହୋଇପଡିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସେ ଲଲ୍କିଲ୍ଲା ଅଭିମୁଖେ ବାହାରିବେ। ଦ୍ୱିତୀୟଥର ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମଥର ପାଇଁ ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri