ରାଜଧାନୀରୁ ୧ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଆଇଗିଣିଆ ୧୬ ନଂ. ଜାତୀୟ ରାଜପଥ ନିକଟରୁ ମଙ୍ଗଳବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ୨ ନିଶା ବେପାରୀଙ୍କୁ ଗିରଫ କରିଛି। ଏମାନଙ୍କ ନିକଟରୁ ବାଇକ୍‌ ସହ ୧ କେଜି ୮୦୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି॥ ଜବତ ବ୍ରାଉନ ସୁଗାରର ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ଧରାପଡିଥିବା ଦୁଇ ନିଶା ବେପାରୀଙ୍କ ଆଉ କିଛି ସହଯୋଗୀ ଖସି ପଳାଇଥିବାରୁ ସେମାନଙ୍କୁ ଧରିବା ପାଇଁ ପୁଲିସ ଚଢ଼ାଉ ଜାରିରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri