ରାଜଧାନୀରେ ଖୋଲିବନି ସ୍ପା-ସେଲୁନ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ସାରା ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହାକୁ ନେଇ ଭିନ୍ନ ଭିନ୍ନ ରାଜ୍ୟରେ ନିୟମ କୋହଳରେ ପାର୍ଥକ୍ୟ ଦେଖାଦେଇଛି। ତେବେ ରାଜଧାନୀ ଦିଲ୍ଲୀରେ କ’ଣ ଖୋଲା ରହିବ କ’ଣ ଖୋଲା ନ ରହିବ ସେ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୂଚନା ଦେଇଛନ୍ତି। ଲକ୍‌ଡାଉନ ୪.୦ରେ ଦିଲ୍ଲୀରେ ବସ୍‌ ଚଳାଚଳ କରିପାରିବ। ହେଲେ ଏଥିରେ ମାତ୍ର ୨୦ ଜଣ ଯାତ୍ରୀ ଏକାଥରେ ଯାତ୍ରା କରିପାରିବେ। ସମସ୍ତଙ୍କର ସ୍କ୍ରିନିଂ ପରେ ବସରେ ପ୍ରବେଶ ଅନୁମତି ମିଳିବ ଓ ଏମାନେ ପରସ୍ପର ମଧ୍ୟରେ ସୋସିଆଲ ଡିଷ୍ଟାନସିଂ ରଖିବେ। ଏହାସହ କେବଳ ଦିଲ୍ଲୀରେ ରହୁଥିବା ଶ୍ରମିକମାନଙ୍କୁ ନେଇ ନିର୍ମାଣ କାର୍ଯ୍ୟ କରାଯାଇପାରିବ। ଅନ୍ୟପଟେ ଅଡ୍‌ ଇଭିନ୍‌ ଅନୁଯାୟୀ ବଜାର ଖୋଲାଯିବା। ସେଲୁନ୍‌, ସ୍ପା, ବାରିକ ଦୋକାନ ଆଦି ମେ’ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ। କଣ୍ଟେନମେଣ୍ଟ ଜୋନରେ କୌଣସି ଯାନବାହାନ ଚଳାଚଳ କରିବ ନାହିଁ। ଇ-ରିକ୍ସା, ଅଟୋ ରିକ୍ସରେ କେବଳ ଜଣେ ବ୍ୟକ୍ତି ଯାତ୍ରା କରିପାରିବେ। ଘରୋଇ ସଂସ୍ଥା ଗୁଡିକ ସମ୍ପୂର୍ଣ୍ଣ ଖୋଲି ପାରିବ କିନ୍ତୁ ଯେତେ ସମ୍ଭବ ଓ୍ବାର୍କ ଫ୍ରମ ହୋମ୍‌ କଲେ ଭଲ ବୋଲି କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

ସରକାର ହୋଇଥିଲେ ରାଜି, ହେଲେ ୟୁ-ଟର୍ନ ନେଲା CJP, ରୋକଠୋକ ଶୁଣାଇଦେଲା-ଆମେ…

ନୂଆଦିଲ୍ଲୀ,୨୩।୭: ସରକାର ବାରମ୍ବାର କହିଆସୁଛନ୍ତି , ସେମାନେ ପ୍ରତିବାଦକାରୀମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ଏହି ସମୟରେ,ସୂତ୍ରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri