ରାଜଧାନୀରେ ଡବଲ ଏନ୍‌କାଉଣ୍ଟର, ୨ ଅପରାଧୀ ଗୁରୁତର

ଭୁବନେଶ୍ୱର, ୩।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ୪ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଶୁକ୍ରବାର ରାତିରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ରଙ୍ଗବଜାରରେ ଏନ୍‌କାଉଣ୍ଟର କରିଛି। ଏଥିରେ ୨ ଅପରାଧୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଅରୁଣ କୁମାର ମଲିକ ଓରଫ୍‌ ପୋଡ଼ା ଏବଂ ବିବେକାନନ୍ଦ ନାୟକ ଓରଫ୍‌ ବିବେକ। ପୋଡ଼ାଙ୍କ ଘର ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ପଥରପେଣ୍ଠରେ ହୋଇଥିବା ବେଳେ ବିବେକଙ୍କ ଘର ଆଠଗଡ଼ ଅରଠାପାଟଣାରେ ବୋଲି ଜଣାପଡ଼ିଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଜଣଙ୍କର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ଅନ୍ୟ ଜଣଙ୍କର ଡ଼ାହାଣ ଗୋଡ଼ରେ ଗୁଳି ବାଜିଛି। ସେମାନଙ୍କ ନିକଟରୁ ଗୋଟିଏ ପିସ୍ତଲ ଓ ଗୋଟିଏ ଅଫୁଟା ଗୁଳି ଜବତ କରାଯାଇଛି।
ପ୍ରକାଶ ଯେ, ଶୁକ୍ରବାର ରାତିରେ ବାଲିଅନ୍ତା ରଙ୍ଗବଜାର ନିକଟରେ ଏକ କାରରେ ୩/୪ ଜଣ ଯୁବକ ଡକାୟତି ପାଇଁ ଯୋଜନା କରୁଥିଲେ। ଏ ନେଇ ବିଶେଷ ସୂତ୍ରରୁ ଖବର ପାଇ ସେଠାରେ ସହିଦନଗର ପୋଲିସ, ବାଲିଅନ୍ତା ପୋଲିସ ଓ ସ୍ପେଶାଲ ସ୍କ୍କାର୍ଡ ଏକକାଳୀନ ଚଢ଼ାଉ କରିଥିଲା। ସେମାନେ ପୋଲିସକୁ ଦେଖି ଖସିଯିବାକୁ ଉଦ୍ୟମ କରିଥିଲେ। ହେଲେ ପୋଲିସର ପାଲଟା ଗୁଳିମାଡ଼ରେ ସେମାନେ ଆହତ ହୋଇଥିଲେ। ପୋଡ଼ା ଓ ବିବକେଙ୍କ ନାମରେ ବିଭିନ୍ନ ଥାନାରେ ୧୦ରୁ ଉର୍ଦ୍ଧ୍ୱ ମାମଲା ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର...

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି।...

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri