ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ କରି ବହୁ ପରିମାଣର ନକଲି ରାଶି ଓ ଜଡାତେଲ ସହ ପୂଜାରେ ବ୍ୟବହୃତ ଘିଅ କାରଖାନା ଠାବ କରିଛି। ଘଟଣାରେ ଜଣେ ମନ୍ଦିର ପୂଜକଙ୍କ ସମେତ ୪ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ଅପରପକ୍ଷେ ତେଲ କେତେ ମାତ୍ରାରେ ଅପମିଶ୍ରିତ ସେ ନେଇ ଥାନା ସୁରକ୍ଷା ଅଧିକାରଙ୍କ ସହଯୋଗ ଲୋଡ଼ାଯାଇଛି ବୋଲି ଥାନାଧିକାରୀ ଦୟାନିଧୀ ନାୟକ କହିଛନ୍ତି। ଏହାର ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri