ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ କରି ବହୁ ପରିମାଣର ନକଲି ରାଶି ଓ ଜଡାତେଲ ସହ ପୂଜାରେ ବ୍ୟବହୃତ ଘିଅ କାରଖାନା ଠାବ କରିଛି। ଘଟଣାରେ ଜଣେ ମନ୍ଦିର ପୂଜକଙ୍କ ସମେତ ୪ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ଅପରପକ୍ଷେ ତେଲ କେତେ ମାତ୍ରାରେ ଅପମିଶ୍ରିତ ସେ ନେଇ ଥାନା ସୁରକ୍ଷା ଅଧିକାରଙ୍କ ସହଯୋଗ ଲୋଡ଼ାଯାଇଛି ବୋଲି ଥାନାଧିକାରୀ ଦୟାନିଧୀ ନାୟକ କହିଛନ୍ତି। ଏହାର ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବି ପ୍ରବଳ ବର୍ଷିବ: ୨ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୦ା୧୦ (ସୌମ୍ୟରଞ୍ଜନ ରାଉତ):ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ଏପରି ସମୟରେ ଦକ୍ଷିଣ…

କାଲି ୨ ଟ୍ରେନ୍‌ ବାତିଲ, ୧୪ର ଗତିପଥ ପରିବର୍ତ୍ତନ, ଜାଣି ନିଅନ୍ତୁ କେଉଁ କେଉଁ…

ଭୁବନେଶ୍ୱର,୨୯ା୧୦(ସୁଚିସ୍ମିତା ସାହୁ): ବାତ୍ୟା ଓ ବର୍ଷାଜନିତ ପରିସ୍ଥିତି ଏବଂ ରେଳଧାରଣା ନିକଟରେ ଜଳସ୍ତର ବୃଦ୍ଧି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ବିଶାଖାପାଟଣା ରେଳ ଡିଭିଜନ ଅନ୍ତର୍ଗତ…

ପୋଲିସ ଏସ୍‌ଆଇ ପରୀକ୍ଷାର୍ଥୀଙ୍କ ଡାଟା ଅପ୍‌ଡେଟ୍‌, ଯାଞ୍ଚ ଅବଧି ୧୦ ଦିନ ବୃଦ୍ଧି

ଭୁବନେଶ୍ୱର,୨୯ା୧୦(ସୁଚିସ୍ମିତା ସାହୁ): ମିଳିତ ପୋଲିସ ସେବା ପରୀକ୍ଷା(ସିପିଏସ୍‌ଇ)-୨୦୨୪ ଅଧୀନରେ ସବ୍‌-ଇନ୍ସପେକ୍ଟର ପଦବୀ ପାଇଁ ଆବେଦନ କରିଥିବା ପ୍ରାର୍ଥୀଙ୍କ ତଥ୍ୟ ଅପ୍‌ଡେଟ୍‌ ଓ ଯାଞ୍ଚ ଅବଧିକୁ ୧୦ଦିନ ବୃଦ୍ଧି…

କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….

ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍‌ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ…

କାଲି ମିଳିବ ୨୪ତମ ପିଏମ୍‌ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ପିଏମ୍‌ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କାର ସରକାରୀ ଅର୍ଥ ହଡ଼ପ: ସଦର ଥାନାରେ ବିଡ଼ିଓଙ୍କ ଏତଲା, ବରିଷ୍ଠ କିରାଣୀ ଫେରାର

ଡେରାବିଶ, ୨୯।୧୦ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ କାର୍ଯ୍ୟରତ ବରିଷ୍ଠ କିରାଣୀ ଶଶିକାନ୍ତ ରଣା ଚଞ୍ଚକତା କରି ୧ କୋଟି ୬ ଲକ୍ଷ…

‘ଧରିତ୍ରୀ’ ଖବରର ପ୍ରଭାବ: ତାଲିଯୋଡ଼ି ବ୍ରିଜ୍‌ ଧୋଇଯାଇଥିବା ଦୁର୍ଗମ ଗାଁରେ ପହଞ୍ଚି ସ୍ଥିତି ପରଖିଲେ IIC, ଶୁଖିଲା ଖାଦ୍ୟ ବାଣ୍ଟି…

ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ୩ଟି ଗାଁକୁ ସଂଯୋଗ କରୁଥିବା ତାଲିଯୋଡ଼ି ନଦୀର ବ୍ରିଜ୍‌ ଧୋଇ ହୋଇଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?