ରାଜଧାନୀରେ ପେଟ୍ରୋଲ ଦର ୭୯.୪୩ ଟଙ୍କା

ଭୁବନେଶ୍ୱର,୨୦।୬:ଦେଶର ତେଲ ଦର ଆକାଶ ଛୁଆଁ ହୋଇଛି। ଫଳରେ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୭୯ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଭୁବନେଶ୍ୱରରେ ମଧ୍ୟ ଶନିବାର ପେଟ୍ରୋଲ ଦର ଲିଟର ପିଛା ପ୍ରାୟ ୮୦ ଟଙ୍କା ଛୁଇଁଛି। ଅନ୍ୟ ପକ୍ଷରେ ଶନିବାର ଡିଜେଲ ଦର ୬୧ ପଇସା ବଢିବା ଯୋଗୁ ଏହା ରେକର୍ଡ ସ୍ତର ଛୁଇଁଥିବା ତୈଳ ବିପଣନ କମ୍ପାନୀଗୁଡିକ ସୂଚନା ଦେଇଛନ୍ତି। ୨୦୧୮ ଅକ୍ଟୋବର ୪ ପରେ ଏହା ହେଉଛି ସର୍ବାଧିକ ତୈଳ ଦର ବୃଦ୍ଧି। ଚଳିତ ମାସ ଜୁନ ୭ ରୁ ଆଜି ପର୍ଯ୍ୟନ୍ତ (ଶନିବାର) ଦେଶର ତେଲ ଦର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଫଳରେ ଗତ ୧୪ଦିନ ମଧ୍ୟରେ ପେଟ୍ରୋଲ ଉପରେ ୭.୬୨ଟଙ୍କା ଏବଂ ଡିଜେଲ ୮.୨୮ଟଙ୍କା ବଢିଛି। ଶନିବାର ଦିନ ପେଟ୍ରୋଲ ଲିଟର ପିଛା ୫୧ ପଇସା ଏବଂ ଡ଼ିଜେଲ ୬୧ ପଇସା ବୃଦ୍ଧି ପାଇଛି। ଫଳରେ ପେଟ୍ରୋଲ ଦର ୭୮.୩୭ ଟଙ୍କାରୁ ବୃଦ୍ଧି ପାଇ ୭୮.୮୮ ଟଙ୍କା ଏବଂ ଡିଜେଲ ଦର ୭୭.୦୫ ଟଙ୍କାରୁ ବୃଦ୍ଧି ପାଇଁ ୭୭.୬୬ ଟଙ୍କାରେ ପହଞ୍ଚତ୍ଛି। ଏହି ଦର ବୃଦ୍ଧି ଫଳରେ ଭୁବନେଶ୍ୱରର ପେଟ୍ରୋଲ ଲିଟର ପିଛା ୭୯.୪୩ ଟଙ୍କା ଓ ଡିଜେଲ ଲିଟର ପିଛା ୭୫.୮୭ ଟଙ୍କା ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

ବଜାରରେ ଭି-ଗାର୍ଡର ନୂତନ ଉତ୍ପାଦ

ଭୁବନେଶ୍ୱର,୧୮।୪: ଭି-ଗାର୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ଉତ୍ପାଦଗୁଡ଼ିକୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri