ରାଜଧାନୀରେ ବନ୍ଦ ରହିବ କୋଚିଂ ସେଣ୍ଟର

ଭୁବନେଶ୍ୱର,୧୫।୩ (ବ୍ୟୁରୋ): କରୋନା ପାଇଁ ଶୁକ୍ରବାର ସିନେମା ହଲ୍‌, ସୁଇମିଂ ପୁଲ, ଜିମ୍‌ ସେଣ୍ଟରକୁ ବନ୍ଦ କରାଯାଇଥିବାବେଳେ ଶନିବାର ରାଜଧାନୀର ସମସ୍ତ କୋଚିଂ ସେଣ୍ଟର ଓ ଟ୍ୟୁଶନ ସେଣ୍ଟରକୁ ବନ୍ଦ କରି ଦିଆଯାଇଛି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ପିଲାଙ୍କୁ କୋଚିଂ ସେଣ୍ଟରକୁ ନ ପଠାଇବା ପାଇଁ ଅଭିଭାବକମାନଙ୍କୁ ମଧ୍ୟ କମିଶନର ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଗୋଟିଏ ସ୍ଥାନରେ ଏକାଧିକ ଲୋକ ଏକାଠି ହେଲେ କରୋନା ଭାଇରସ୍‌ ସଂକ୍ରମଣର ଯଥେଷ୍ଟ ସମ୍ଭାବନା ରହିଛି। ତେଣୁ ଏହାକୁ ଏଡାଇବା ପାଇଁ ମଲ୍‌କୁ ଛାଡ଼ିଦେଲେ ସରକାର ଏବେ ଧୀରେ ଧୀରେ ସବୁ ଅନୁଷ୍ଠାନ ଓ ପ୍ରତିଷ୍ଠାନଗୁଡିକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ: ବିରୋଧୀଙ୍କୁ ଦେଲେ କଡ଼ା ଜବାବ

ଭୁବନେଶ୍ୱର,୧୬।୧୨: ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ...

ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ୍

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

ଓଡ଼ିଶା ଆସିପାରନ୍ତି ଶାହା, ଭାଜପା ଶିବିର ଚଳଚଞ୍ଚଳ

ଭୁବନେଶ୍ୱର, ୧୬।୧୨(ସୁନିତ୍‌ ମିଶ୍ର):ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri