ରାଜଧାନୀର ରୋହିଣୀ ଜେଲରେ ପହଞ୍ଚିଲା କରୋନା

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ଦ୍ରୁତ ଗତିରେ ବଢିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଥିବା ରୋହିଣୀ ଜେଲର ଜଣେ କଏଦୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଉକ୍ତ କଏଦୀଙ୍କର ଆନ୍ତ୍ରିକ ସମସ୍ୟା ଥିବାରୁ ତାଙ୍କୁ ମେ’ ୧୦ରେ ଡିଡିୟୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ତାଙ୍କର ଅପରେଶନ କରାଯାଇଥିଲା। ଏହାପରେ ଗୁରୁବାର ତାଙ୍କ କରୋନା ଟେଷ୍ଟ ରିପୋର୍ଟ ଆସିବା ପରେ ସେ ସଂକ୍ରମିତ ଥିବା ଜଣାପଡିଛି। ଏହାପରେ ୨୦ କଏଦୀ ଓ ୫ ଜେଲ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ସୂଚନାଯୋଗ୍ୟ, ରାଜଧାନୀ ଦିଲ୍ଲୀରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୯୯୮ରେ ପହଞ୍ଚିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri