ରାଜଧାନୀ ରାସ୍ତା ମରଣଯନ୍ତା: ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ)
ରାଜଧାନୀର ଅନେକ ରାସ୍ତା ଏବେ ମରଣାଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଆବର୍ଜନା ପାଣି ଜମି ରହୁଛି। ସେହିଭଳି ରାସ୍ତା ପାର୍ଶ୍ୱରେ ବେଆଇ ପାର୍କିଂ ହେଉଥିବାରୁ ସହରବାସୀ ହଟହଟା ହେବା ସହ ଦୁର୍ଘଟଣାର ଶିକାର ହେଉଛନ୍ତି। ଏ ନେଇ ଆଇନଜୀବୀ ବିଶ୍ୱପ୍ରିୟ କାନୁନ୍‌ ଗୋ,ବିଜୟ କୁମାର ପଣ୍ଡା ଓ ସୁଭାଶିଷ ପଣ୍ଡା ରାଜ୍ୟ ମାନବିକ ଅଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପିଟିଶନରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ରାସ୍ତାଗୁଡିକର ଅବସ୍ଥା ଅନୁଧ୍ୟାନ ପାଇଁ ପୂର୍ତ୍ତ ବିଭାଗ, ମହାନଗର ନିଗମ କର୍ତ୍ତୃପକ୍ଷ, ପୋଲିସ ପ୍ରଶାସନକୁ ନେଇ ଏକ କମିଟି ଗଠନ କରାଯାଉ। ଉକ୍ତ କମିଟି ଆବଶ୍ୟକ ରାସ୍ତା ମରାମତି ପାଇଁ ନିୟମିତ ବ୍ୟବଧାନରେ ପଦେକ୍ଷପ ନେଉ। ସେହିଭଳି ରାଜଧାନୀରେ ଥିବା ମଲ, ହସ୍ପିଟାଲ, ନର୍ସିଂହୋମ୍‌ ନିକଟ ରାସ୍ତା ପାର୍ଶ୍ୱରେ ହେଉଥିବା ବେଆଇନ ପାର୍କିଂ ଜନିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେବାକୁ କମିଶନଙ୍କୁ ସେମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri