ରାଜନଗର, ୨୩।୫(ଡି.ଏନ୍.ଏ.)- ରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଧ୍ରୁବ ଚରଣ ସାହୁ କଂଗ୍ରେସର ଅଂଶୁମାନ ମହାନ୍ତିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଧ୍ରୁବ ପ୍ରାୟ ୧୬,୭୨୫ ଭୋଟରେ ଜିତିଥିବା ଜଣାପଡ଼ିଛି।
ରାଜନଗର, ୨୩।୫(ଡି.ଏନ୍.ଏ.)- ରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଧ୍ରୁବ ଚରଣ ସାହୁ କଂଗ୍ରେସର ଅଂଶୁମାନ ମହାନ୍ତିଙ୍କୁ ହରାଇ ବିଜୟୀ ହୋଇଛନ୍ତି। ଧ୍ରୁବ ପ୍ରାୟ ୧୬,୭୨୫ ଭୋଟରେ ଜିତିଥିବା ଜଣାପଡ଼ିଛି।
ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...
ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...
ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...
ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...
ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...
