ରାଜନଗର ନୁରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୁରୁଗାଁ ଗ୍ରାମର ଜଣେ ଚାଷୀ ଗୁରୁବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଅପରାହ୍ନରେ କ୍ଷତିପୂରଣ ଦାବିରେ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତାର ଗୋପାଳପୁରଠାରେ ରାସ୍ତାରୋକୋ କରାଯାଇଛି। ସେମାନେ ମୃତଦେହ ଧରି ରାସ୍ତା ଉପରେ ବସି ରହିଛନ୍ତି। ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

ପ୍ରକାଶଯୋଗ୍ୟ, ଗ୍ରାମର ଚାଷୀ ରାମଚନ୍ଦ୍ର ବାରିକ(୮୦) ୪ ଏକର ଜମିରେ ଭାଗ ଚାଷ କରିବା ସହ ଋଣ କରିଥିଲେ। ମାତ୍ର ବୁଲ୍‌ବୁଲ୍‌ରେ ସବୁ ଫସଲ ନଷ୍ଟ ହୋଇଯାଇଥିଲା। ଏଥିରେ ଭାଙ୍ଗିପଡ଼ି ସେ ଆତ୍ମହତ୍ୟା କରିଥିବା ପରିବାରଲୋକେ ଅଭିଯୋଗ କରିଛନ୍ତି। ତେବେ ବୁଧବାର ରାତିରେ ମୁର୍ର୍ମୂଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri