ରାଜନଗର ବ୍ଲକର ସବୁ ଗ୍ରାମକୁ ବିଦ୍ୟୁତ୍‌ ମିଳୁଛି, ୨୦୨୦ରେ ଶେଷ ହେବ କୁନ୍ଦୁପୁର ଗ୍ରୀଡ୍‌ କାର୍ଯ୍ୟ: ମନ୍ତ୍ରୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ୫ଲକ୍ଷ ଉପଭୋକ୍ତାଙ୍କୁ ବିଦ୍ୟୁତ୍‌ ଯୋଗାଇ ଦିଆଯାଇଛି। ବିଦ୍ୟୁତ୍‌ ଯୋଗାଣ ପାଇଁ ଅର୍ଥର କୌଣସି ଅଭାବ ନାହିଁ। କେବଳ ଫନୀ ଯୋଗୁ ଟିକିଏ ଅସୁବିଧା ହୋଇଥିଲା। ବିଦ୍ୟୁତ୍‌ ଭିତ୍ତିଭୂମି କାର୍ଯ୍ୟ ମଧ୍ୟ ଦ୍ରୁତ ଗତିରେ ଚାଲିଛି ବୋଲି ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି।
ମୂଳ ପ୍ରଶ୍ନକର୍ତ୍ତା ବିଜେଡି ସଭ୍ୟ ଧ୍ରୁବଚରଣ ସାହୁ ପଚାରିଥିଲେ ଯେ, କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର କେତୋଟି ରାଜସ୍ବ ଗ୍ରାମକୁ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାଇ ଦିଆଯାଇନାହିଁ। କେଉଁ ଗ୍ରାମଗୁଡ଼ିକୁ କେବେ ସୁଦ୍ଧା ବିଦ୍ୟୁତ୍‌ ସଂଯୋଗ କରାଯିବ। ମନ୍ତ୍ରୀ କହିଥିଲେ, କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ସମସ୍ତ ଗ୍ରାମକୁ ବିଦ୍ୟୁତୀକରଣ କରାଯାଇଛି। ବ୍ଲକର କେତେକ ଗ୍ରାମରେ ବିଦ୍ୟୁତ୍‌ ଭିତ୍ତିଭୂମିର ସଂଯୋଗୀକରଣ କାର୍ଯ୍ୟ ଚାଲୁ ରହିଛି। ତାହା ଯଥାଶୀଘ୍ର ଶେଷ କରିବା ପାଇଁ ଉଦ୍ୟମ କରାଯାଉଛି। ରାଜନଗର ବ୍ଲକର ବଡ଼ାଡିଆଠାରେ ୩୩/୧୧ କେଭି ସବ୍‌ଷ୍ଟେଶନ୍‌ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ଏହାକୁ ଶେଷ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏହି ବ୍ଲକର କୁନ୍ଦୁପୁରଠାରେ ଏକ ୧୩୨/୩୩କେଭି ଗ୍ରୀଡ୍‌ ସବ୍‌ଷ୍ଟେଶନ କାର୍ଯ୍ୟ ଚାଲୁ ରହିଛି। ଏହାକୁ ୨୦୨୦ ଅଗଷ୍ଟ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri