ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛୁକ ପ୍ରସଙ୍ଗରେ ଅକ୍ଷୟଙ୍କ ପ୍ରତିକ୍ରିୟା: ମୁଁ ଖୁସିରେ ରହିବାକୁ ଚାହେଁ

ବମ୍ବେ: ଏକଦା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତକାର କରି ଚର୍ଚ୍ଚାର ପରିସରକୁ ଆସିଥିଲେ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର। କେହି କେହି ସେ ରାଜନୀତିରେ ପ୍ରବେଶ କରିପାରନ୍ତି ବୋଲି କହିଆସୁଥିଲେ। ହେଲେ ସେ ରାଜନୀତିରେ କେବେ ବି ପ୍ରବେଶ କରିବାକୁ ଇଚ୍ଛା ରଖି ନାହାନ୍ତି। କାରଣ ସେ ଖୁସିରେ ରହିବାକୁ ଚାହାନ୍ତି ବୋଲି ଏକ ସାକ୍ଷାତକାରରେ କହିଛନ୍ତି।

ଅକ୍ଷୟଙ୍କ କହିବା କଥା ହେଲା ପ୍ରତ୍ୟେକ ମଣିଷ କୌଣସି ନା କୌଣସି କ୍ଷେତ୍ରରେ ଦେଶ ପାଇଁ କିଛି କରିବାକୁ ଇଚ୍ଛା ରଖିଥାଏ। ସେ ଫିଲ୍ମ ମାଧ୍ୟମରେ ଲୋକମାନଙ୍କୁ ଅନେକ କଥା କହିପାରନ୍ତି। ହେଲେ ପଲିଟିକ୍ସ ତାଙ୍କ କାମ ନୁହେଁ। ସେ ଫିଲ୍ମ କରି ଖୁସିରେ ଅଛନ୍ତି।

ସେହିଭଳି ରାଷ୍ଟ୍ରବାଦ ଉପରେ ମତ ରଖିଛନ୍ତି ଖିଲାଡ଼ି କିଙ୍ଗ୍‌। ସମସ୍ତେ କୁହନ୍ତି ସରକାର ଏଇଟା କରିନାହିଁ। ସରକାର ସେଇଟା କରିନାହିଁ। ହେଲେ ଯିଏ ବି ସରକାରରେ ଆସୁ, ତାଙ୍କୁ ସୁଯୋଗ ମିଳିବା ଦରକାର। ଅଧିନାୟକ ଯିଏ ବି ହେଉ, ସେ ଦେଖାଉଥିବା ପଥରେ ଚାଲିବା ଉଚିତ। ଦେଶ ତୁମକୁ କ’ଣ ଦେଇଛି ତାହା ନ ଭାବି ଦେଶକୁ ତୁମେ କ’ଣ ଦେଇଛି ତାହା ଭାବିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?