ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ : କଟୁରି ଆକ୍ରମଣରେ ଯୁବକ ଗୁରୁତର

ଅନୁଗୋଳ ଅଫିସ,୧୫।୭: ଅନୁଗୋଳ ଜିଲା ତାଳଚେର ସନ୍ଥପଡ଼ା ଗାଁରେ ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ ହୋଇଛି। ଏହି ହିଂସାକାଣ୍ଡ ବେଳେ କଟୁରି ଆକ୍ରମଣରେ ସନ୍ଥପଡ଼ା ଅଞ୍ଚଳର ସୁଶାନ୍ତ କୁମାର ସାହୁ( ୩୫)ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ଭି ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ସନ୍ଥପଡ଼ା ଗାଁର ସୁଶାନ୍ତ ସାମଲ ନାମକ ଜଣେ ଯୁବକଙ୍କ ସେହି ଗାଁର ସରୋଜ ସାମଲଙ୍କ ସହ ସୋମବାର ସକାଳେ କନକଦୁର୍ଗା ମନ୍ଦିର ନିକଟରେ ବଚସା ହୋଇଥିଲ। ବଚସା ସମୟରେ ଉତ୍ତ୍ୟକ୍ତ ହୋଇ ସରୋଜ ଏକ କଟୁରିରେ ସୁଶାନ୍ତଙ୍କୁ ଆକ୍ରମଣ କରିଥିଲେ। ସୁଶାନ୍ତଙ୍କ ବାମ ହାତରେ କ୍ଷତ ହେବା ସହ ଘଟଣାସ୍ଥଳରେ ପଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆକ୍ରମଣକାରୀ ଯୁବକ ସରୋଜ ସନ୍ଥପଡ଼ା ପଞ୍ଚାୟତର ବିଜୁ ଯୁବବାହିନୀ ସଭାପତି ଥିବା ଜଣାପଡ଼ିଛି। ତେବେ ଏନେଇ ତାଳଚେର ଥାନାରେ ଅଭିଯୋଗ କରିଥିବା ଆହତ ସୁଶାନ୍ତଙ୍କ ବାପା ବସନ୍ତ ସାମଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri